ଉଦ୍ଧାରକାର୍ଯ୍ୟ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ଥ: ୧୨ ନାଇଜେରିଆ ସୈନିକ ମୃତ

ଅବୁଜା,୧୮।୮: ନାଇଜେରିଆର ରାଜଧାନୀ ଅବୁଜାରେ ଏକ ମିଶନରୁ ମୃତ ଓ ଆହତସସୈନିକମାନଙ୍କୁ ନେଇ ଯାଉଥିବା ଏକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ସମୟ ମଧ୍ୟରେ ନାଇଜେରିଆର ୧୨ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି। ନାଇଜର ଚୁକୁବା ଗ୍ରାମରେ ସଶସ୍ତ୍ର ଗ୍ୟାଙ୍ଗଙ୍କ ଆକ୍ରମଣରେ ଆହତ ଏବଂ ନିହତ ସୈନିକନିକମାନଙ୍କୁ ଥଇଥାନ କରିବା ପାଇଁ ଏହି ମିଶନ କାର୍ଯ୍ୟ କରାଯାଇଥିଲା। ଗତ ସୋମବାର ଏହି ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଆମକୁ କତାର ଭାବନ୍ତୁ ନାହିଁ, କାହିଁକି ଇସ୍ରାଏଲକୁ ଧମକାଇଲା ପାକିସ୍ତାନ? କହିଲା…

ଇସଲାମାବାଦ,୨୭।୩: ଇରାନ ଯୁଦ୍ଧ ମଧ୍ୟରେ, ପାକିସ୍ତାନ ଆମେରିକାର ମିତ୍ର ଇସ୍ରାଏଲକୁ ଧମକ ଦେଇଛି। ପାକିସ୍ତାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ ଏହା କତାର ନୁହେଁ ଯେ…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ଯୁଦ୍ଧ ଭିତରେ ଆମେରିକାରେ ହଠାତ୍‌ ବୃଦ୍ଧି ପାଇଲା କରୋନା ମାମଲା, ଭାରତ ପାଇଁ କେତେ ବିପଦ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୩: ଆମେରିକାରେ କୋଭିଡ-୧୯ ମାମଲା ହଠାତ୍‌ ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ନୂତନ ରିପୋର୍ଟ ଅନୁଯାୟୀ, ଭାଇରସର ଏକ ନୂତନ BA.3.2 ଭାରିଆଣ୍ଟ ଦେଖାଦେଇଛି। ରିପୋର୍ଟ…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri