Posted inଜାତୀୟ

ସରଜୁ ନଦୀରେ ବୁଡିଗଲେ ଗୋଟିଏ ପରିବାରର ୧୨ଜଣ

ଅଯୋଧ୍ୟା,୯ ।୭: ଅଯୋଧ୍ୟାର ଗୁପ୍ତାର ଘାଟରେ ଗୋଟିଏ ପରିବାରର ୧୨ ଜଣ ସଦସ୍ୟ ନଦୀରେ ବୁଡିଯିବା ଜଣାପଡିଛି । ଏମାନେ ସରଜୁ ନଦୀକୁ ସ୍ନାନ କରିବାକୁ ଯାଇଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି । ପୋଲିସ ଓ ଉଦ୍ଧାରକରୀ ଦଳ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଦେଇଛନ୍ତି । ଏମାନେ ଆଗ୍ରା ବାସିନ୍ଦା ହୋଇଥିବା ବେଳେ ସରଜୁ ନଦୀକୁ ସ୍ନାନ କରିବାକୁ ଯାଇଥିଲେ । ହେଲେ ସେଠାରେ ପାଣିର ସୂଅ ପ୍ରଖର ଥିବାରୁ ପ୍ରଥମେ ୪ଜଣ ମହିଳା ବୁଡି ଯାଇଥିଲେ ଓ ପରେ ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ଆଉ କେତେଜଣ ବୁଡି ଯାଇଥିବା ସୂଚନା ମିଳିଛି । ମୋଟ ୧୫ ଜଣଙ୍କ ମଧ୍ୟରୁ ୪ ଜଣ ସୁରକ୍ଷିତ ଭାବେ ଉଦ୍ଧାର ହୋଇ ସାରିଛନ୍ତି । ତେବେ ଉଦ୍ଧାରକାରୀ ଦଳ ସମସ୍ତଙ୍କୁ ଜୀବିତ ଉଦ୍ଧାର କରିବାକୁ ପ୍ରୟାସ ଜାରି ରଖିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?