୧୦ ପରିବର୍ତ୍ତେ ୧୨ରୁ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦ା୯:ସ୍ନାତକୋତ୍ତର(ପିଜି) ନାମଲେଖା ପାଇଁ ରାଜ୍ୟରେ ହେବାକୁ ଥିବା ଏକକ ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି। କରୋନା କଟକଣା ଭିତରେ ଚଳିତ ବର୍ଷ ପିଜି ପ୍ରବେଶିକା ପରୀକ୍ଷା ଅକ୍ଟୋବର ୧୦ ପରିବର୍ତ୍ତେ ୧୨ ତାରିଖରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି। ପ୍ରତିଦିନ ତିନୋଟି ସିଫ୍ଟରେ ପରୀକ୍ଷା ହେବ। ପ୍ରଥମ ସିଫ୍ଟ ପୂର୍ବାହ୍ନ ୧୦ଟାରୁ ସାଢେ ୧୧, ଦ୍ୱିତୀୟ ସିଫ୍ଟ ସାଢେ ୧୨ଟାରୁ ଦିନ ୨ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ୩ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ବିଷୟରେ ପ୍ରବେଶିକା ପରୀକ୍ଷା ହେବ। ଅକ୍ଟୋବର ୨୨ ତାରିଖରେ ପ୍ରବେଶିକା ପରୀକ୍ଷା ଶେଷ ହେବା ପରେ ନଭେମ୍ବର ୭ ତାରିଖରେ ରାଜ୍ୟସ୍ତରୀୟ ମେରିଟ ଲିଷ୍ଟ ପ୍ରକାଶ ପାଇବ। ମେରିଟ ଲିଷ୍ଟ ପ୍ରକାଶ ପାଇବା ପରେ ଛାତ୍ରୀଛାତ୍ରଙ୍କ ନାମଲେଖା ପ୍ରକ୍ରିୟା ନଭେମ୍ବର ୩୦ ସୁଦ୍ଧା ଶେଷ ହୋଇ ଡିସେମ୍ବର ୩ରୁ କ୍ଲାସ ଆରମ୍ଭ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୧.୪୧ କୋଟି

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣରେ ଆୟ...

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ...

ଜୈସ-ଇ-ମହମ୍ମଦର ଅଣ୍ଡର ୱାଟର ଆକ୍ରମଣ ଯୋଜନା: ଟାର୍ଗେଟରେ ଶ୍ରୀମନ୍ଦିର, ବଢିଲା ସୁରକ୍ଷା

ପୁରୀ ଅଫିସ, ୨୭।୮: ଭାରତର ବିଭିନ୍ନ ସ୍ଥାନ ଉପରେ ଜଳମାର୍ଗ ମାଧ୍ୟମରେ ଆକ୍ରମଣ ଲାଗି ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦ ଅଣ୍ଡର ୱାଟର ୱିଙ୍ଗ ପ୍ରସ୍ତୁତ କରୁଥିବା...

ଫେରୁଥିବା ରାଜ୍ୟରୁ ଅନୁମତି ଆଣିବା ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଯେଉଁ ରାଜ୍ୟରୁ ଲୋକମାନେ ଓଡ଼ିଶାକୁ ଫେରୁଛନ୍ତି ସେଠାରୁ ସେମାନେ ଅନୁମତିପତ୍ର ଆଣିବା ସହିତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ରାଜ୍ୟ ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ପଞ୍ଜୀକରଣ...

ରାପର୍‌ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ

ଭବାନୀପାଟଣା,୧୨।୭ (ଡି.ଏନ୍‌.ଏ.): ‘ରାପର୍‌ ଡୁଲେ ରକ୍‌’ଙ୍କ ରାପ୍‌ ସଙ୍ଗ୍‌ ସୋସିଆଲ୍‌ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି...

ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣରେ ଅନିଶ୍ଚିତତା: କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୧୨।୬: ବାଲେଶ୍ୱର ସଦର ବ୍ଲକ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀରେ ବାଙ୍କତିରା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ଅନିଶ୍ଚିତତା ଲାଗି ରହିଥିବାରୁ କ୍ରିୟାନୁଷ୍ଠାନ କମିଟି...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ପ୍ରାକ୍ଟିକାଲରେ କମ୍‌ ମାର୍କ ପାଇଁ କଲେଜ ଘେରିଲେ ଛାତ୍ରୀ

ଜୟପୁର,୨୬ା୬(ନି.ପ୍ର./ଡି.ଏନ୍‌.ଏ.): ଥିଓରିରେ ୮୦ ପ୍ରତିଶତ ମାର୍କ ରଖିଥିବା ଜଣେ ଛାତ୍ରୀଙ୍କୁ ଗୃହ ବିଜ୍ଞାନର ପ୍ରାକ୍ଟିକାଲରେ ମାତ୍ର ୧୨ ମାର୍କ ମିଳିଛି। ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟରେ...

Advertisement
Archives

Model This Week