ଆଜି ୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪ ଜଣ ଶିଶୁ ବି ଅଛନ୍ତି।

ଆଜି ବଲାଙ୍ଗୀରରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକ, ଖୋର୍ଦ୍ଧା ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪ରେ ପହଞ୍ଚିଥିବା ବେଳେ ୧୨,୭୮,୫୩୬ ଜଣ ସୁସ୍ଥ ହୋଇଛନ୍ତି। ୧୪୪ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ...

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଦେଶୀ ପଦ୍ଧତିରେ ବିଦେଶୀ ଫଳ

ପଦ୍ମପୁର, ୨୯।୭ (ଡି.ଏନ.ଏ) ସିମେଣ୍ଟ ଖୁଣ୍ଟ ଉପରେ ମାଡ଼ିଛି କଣ୍ଟା ଜାତୀୟ ବିଦେଶୀ ଡ୍ରାଗନ ଫ୍ରୁଟ୍‌ ଗଛ। ଲତାଗୁଡ଼ିକ ଭଲ ଭାବେ ବଢ଼ିବା ପାଇଁ ତିଆରି...

ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା: ଯାତ୍ରା ପଡ଼ିଆରେ ମେଲଣ କଲେ ୪୦ ମେଢ଼

ଚୌଦ୍ୱାର,୧୬।୧୦(ଡି.ଏନ୍‌.ଏ.):ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରାର ମେଲଣ ଉତ୍ସବ ମଙ୍ଗଳବାର ଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ପୂଜା ମଣ୍ଡପର ଦେବଦେବୀଙ୍କ ମୃଣ୍ମୟ ପ୍ରତିମା ସାହିବସ୍ତି ପରିକ୍ରମା କରିବା...

ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ,...

୩ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍‌ ଜାରି କରାଯାଇଛି।...

ଏହି ବିଜୟ ଆମ ପାଇଁ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ସହ ଆଲୋଚନାକରି...

ପାନୀୟ ଜଳ ପ୍ରକଳ୍ପ ପାଇଁ ବଳିପଡ଼ିବ ଗଛ

କେନ୍ଦ୍ରାପଡ଼ା ଅଫିସ, ୧୮ା୪: କେନ୍ଦ୍ରାପଡ଼ା ଜିଲାରେ ବିକାଶ ନାମରେ ବିନାଶ ଚାଲିଛି। ପ୍ରାକୃତିକ ପରିବେଶଘେରା ଗ୍ରାମ୍ୟ ଜଙ୍ଗଲରୁ ଗଛ ବଳି ପକାଇ ପ୍ରକଳ୍ପ କରାଯିବାକୁ ମସୁଧା...

Advertisement
Archives

Model This Week