ଚାକିରି ପାଇଁ ବଢିଲା ବୟସ ସୀମା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକ ସୋମବାର ସନ୍ଧ୍ୟା ୭.୩୦ରେ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ସରକାରୀ ଚାକିରି ପାଇଁ ବୟସ ସୀମା ୩୨ରୁ ୩୮କୁ ବଢାଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ପାଇଁ ୪୩ ବର୍ଷ ବୟସ ସୀମା କରାଯାଇଛି। ମହିଳାଙ୍କ ପାଇଁ ମଧ୍ୟ ବୟସ ସୀମା ଆଉ ୫ ବର୍ଷ ବଢାଯାଇଛି। ସେହିପରି ୫ଟି ମେଗା ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛିି। ଭୁବନେଶ୍ୱର ଆଇଆଇଟିକୁ ବିନା ମୂଲ୍ୟରେ ୬୧୮ ଏକର ୬୬ ଡେସିମିଲ ଜମି ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ଅବକାରୀ ବିଭାଗ ଡିଏସ୍‌ପି ଓଡିଶା ପ୍ରଶାସନିକ ସେବା ଜରିଆରେ ନିଯୁକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri