ଚାକିରି ପାଇଁ ବଢିଲା ବୟସ ସୀମା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକ ସୋମବାର ସନ୍ଧ୍ୟା ୭.୩୦ରେ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ସରକାରୀ ଚାକିରି ପାଇଁ ବୟସ ସୀମା ୩୨ରୁ ୩୮କୁ ବଢାଇଛନ୍ତି। ଅନୁସୂଚିତ ଜାତି ଓ ଜନଜାତି ପାଇଁ ୪୩ ବର୍ଷ ବୟସ ସୀମା କରାଯାଇଛି। ମହିଳାଙ୍କ ପାଇଁ ମଧ୍ୟ ବୟସ ସୀମା ଆଉ ୫ ବର୍ଷ ବଢାଯାଇଛି। ସେହିପରି ୫ଟି ମେଗା ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛିି। ଭୁବନେଶ୍ୱର ଆଇଆଇଟିକୁ ବିନା ମୂଲ୍ୟରେ ୬୧୮ ଏକର ୬୬ ଡେସିମିଲ ଜମି ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି। ଅବକାରୀ ବିଭାଗ ଡିଏସ୍‌ପି ଓଡିଶା ପ୍ରଶାସନିକ ସେବା ଜରିଆରେ ନିଯୁକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri