ଓ୍ବାଶିଂଟନ,୩୦।୪ : ଆମେରିକା ସେନା ଏହାର ସମସ୍ତ ବିମାନ ଚଳାଚଳ ୟୁନିଟକୁ ଗ୍ରାଉଣ୍ଡ କରିଛି। ଗୋଟିଏ ମାସରେ ୧୨ ଜଣ ସୈନିକଙ୍କର ମୃତ୍ୟୁ ହୋଇଛି। ମାର୍ଚ୍ଚରେ ବ୍ଲାକ ହକ ଏବଂ ପରେ ଆପାଚେ ହେଲିକପ୍ଟର ଦୁର୍ଘଟଣା ପରେ ପ୍ରତିରକ୍ଷା ବିଭାଗ ଚିନ୍ତାରେ ପଡ଼ିଛି। ଗତ ମାସରେ ଆଲାସ୍କା ଏବଂ କେଣ୍ଟୁକିରେ ହେଲିକପ୍ଟର ଦୁର୍ଘଟଣାରେ ସୈନିକଙ୍କ ମୃତ୍ୟୁ ଘଟୀଥିଲା। ଦୁର୍ଘଟଣାରେ ପ୍ରାଣ ହରାଇଥିବା ସୈନିକମାନେ ଟ୍ରେନିଂ ନେଉଥିଲେ। ତୁରନ୍ତ ପ୍ରଭାବ ସହିତ ହେଲିକପ୍ଟର ୟୁନିଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ଏଏଚ-୬୪ଆପାଚେ ଆକ୍ରମଣ ହେଲିକପ୍ଟର, ଯାହା ଭାରତୀୟ ସେନାରେ ମଧ୍ୟ କାର୍ଯ୍ୟ କରୁଛି।
ଆମେରିକାର ସେନାର ମୁଖପାତ୍ର ଥିବା ଲ୍ୟୁଟନାଟ କର୍ନେଲ ଟେରେନ୍ସ କେଲି କହିଛନ୍ତି , ଟ୍ରେନିଂ ଶେଷ ନ ହେବା ପର୍ଯ୍ୟନ୍ତ ୟୁନିଟ ଗୁଡିକୁ ଗ୍ରାଉଣ୍ଡ କରାଯାଉଛି। ସକ୍ରିୟ ଡ୍ୟୁଟି ୟୁନିଟ ପାଇଁ ତାଲିମ ମେ ୧ ରୁ ମେ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ନ୍ୟାଶନାଲ ଗାର୍ଡ ଏବଂ ରିଜର୍ଭ ୟୁନିଟ ଗୁଡିକ ବର୍ତ୍ତମାନ ତାଲିମ ଶେଷ କରିବାକୁ ମେ ୩୧ପର୍ଯ୍ୟନ୍ତ ସମୟ ପାଇବେ । ସେନା ପକ୍ଷରୁ କୁହାଯାଇଛି , ଗୁରୁତ୍ୱପୂର୍ଣ୍ଣ ମିଶନରେ ଅଂଶଗ୍ରହଣ କରୁଥିବା ସୈନିକମାନଙ୍କ ବ୍ୟତୀତ ଅନ୍ୟ ସୈନିକମାନେ ତାଲିମ ଶେଷ ନ କରିବା ପର୍ଯ୍ୟନ୍ତ ସେନାର ସମସ୍ତ ପାଇଲଟମାନଙ୍କୁ ବିମାନ ଚଳାଚଳ କରିବାକୁ ବାରଣ କରାଯାଇଛି।
ମାସକରେ ୧୨ ସୈନିକଙ୍କ ମୃତ୍ୟୁ: ଚିନ୍ତାରେ ଆମେରିକା, ହେଲିକପ୍ଟର ଦୁର୍ଘଟଣା ପରେ ଆଭିଏଶନ ୟୁନିଟ ସସପେଣ୍ଡ..
Posted inHome, Home Middle, ଅନ୍ତର୍ଜାତୀୟ View All
ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…
ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ…
କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍
ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି।…
ଆସନ୍ତା ୭ରେ ଗଞ୍ଜାମ ଆସୁଛନ୍ତି ନବୀନ: ବାତ୍ୟା-ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ ବିଜେଡି ସୁପ୍ରିମୋ,ନିର୍ବାଚନ ପୂର୍ବରୁ…
ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାକୁ ସମ୍ପୂର୍ଣ୍ଣ ଶ୍ରୀହୀନ କରିଦେଇଛି। ପ୍ରାକୃତିକ ଦୁର୍ବିପାକ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ…
୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….
ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…
ନ୍ୟୁଜିଲାଣ୍ଡ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି, ସୁସ୍ଥ ହେଲେ ଏହି ଷ୍ଟାର ବୋଲର
ନୂଆଦିଲ୍ଲୀ,୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳକୁ ମିଳିଛି ବଡ଼ ଆଶ୍ୱସ୍ତି । ଟିମ୍ ଇଣ୍ଡିଆର ଷ୍ଟାର୍ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣାଙ୍କୁ ତିନୋଟି ଯାକ ଫର୍ମାଟ୍ ପାଇଁ…
ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….
ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…
ରାଜନୀତିରେ ବଡ଼ ହଲଚଲ! ହଠାତ୍ ଇସ୍ତଫା ଦେଲେ ଏମପି…
ବଡଗାମ,୩ା୧୧: ଶ୍ରୀନଗର ଲୋକସଭା ସାଂସଦ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍ଫରେନ୍ସ(ଏନ୍ସି)ରୁ ଇସ୍ତଫା ଦେଇଛନ୍ତି । ଏଥିସହ ସେ ଏକ ନୂଆ ରାଜନୈତିକ ଦଳ…
ଟିମ୍ ଚୟନକୁ ନେଇ ମୁହଁ ଖୋଲିଲେ ଗିଲ୍, କହିଲେ ମୋ ହାତରେ ଥିଲେ….
ନୂଆଦିଲ୍ଲୀ, ୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୪ ତାରିଖ ବୁଧବାରଠାରୁ ୫ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

