ମଧ୍ୟାହ୍ନଭୋଜନ ଖାଇ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ଭାଲୁଘର ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୧୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଥିଲେ। ସମସ୍ତଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ମୁତାବକ, ସ୍କୁଲରେ ଛାତ୍ରୀଛାତ୍ରମାନେ ମଧ୍ୟାହ୍ନଭୋଜନ ଖାଇବା ପରେ ୧୨ରୁ ୧୬ଜଣଙ୍କ ପେଟଯନ୍ତ୍ରଣା ହୋଇଥିଲା। ଏଥିସହ ବାନ୍ତି କରିବାରୁ ସମସ୍ତଙ୍କୁ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ସମସ୍ତ ଛାତ୍ରୀଛାତ୍ର ଅପରାହ୍ନରେ ସୁସ୍ଥ ହୋଇ ଘରକୁ ଫେରିଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ଏନେଇ ଚିକିତ୍ସା କରିଥିବା ଡାକ୍ତର ସି.ଡି. ମୋନାଲିସା କହିଛନ୍ତି, ପାଖାପାଖି ୧୧ ଜଣ ଛାତ୍ରୀଛାତ୍ର ପେଟ କାଟିବାରୁ ଡାକ୍ତରଖାନାକୁ ଆସିଥିଲେ। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ପାଟଣା ବିଇଓ ପୂର୍ଣ୍ଣଚନ୍ଦ୍ର ଅମାନ୍ତ କହିଛନ୍ତି। ମଧ୍ୟାହ୍ନଭୋଜନ ଖାଇବା ପରେ କିଛି ପିଲାଙ୍କ ବାନ୍ତିହେବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏଭଳି କାହିଁକି ହେଲା ଘଟଣାର ତଦନ୍ତ ପରେ ଜଣାପଡ଼ିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri