ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ଅଙ୍ଗାରୁଆ ନୋଡାଲ ଉପ୍ରା ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ବୁଧବାର ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି। ବିଦ୍ୟାଳୟ ପରିସରରେ ରହିଥିବା ଏକ କଦମ୍ବ ଗଛରେ ମାଙ୍କଡ଼ଟିଏ ଡେଇଁବା ସହିତ ଘଟଣାସ୍ଥଳରୁ ପଳାଇଯାଇଥିଲା। ଗଛରେ ଝୁଲିରହିଥିବା ମହୁଫେଣାରୁ ମହୁ ମାଛି ଇତଃସ୍ତତ ଭାବେ ବାହାରକୁ ଆସି କୋମଳମତି ଛାତ୍ରୀଛାତ୍ରଙ୍କୁ ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରୁ ବର୍ତ୍ତିବା ପାଇଁ ଛାତ୍ରୀଛାତ୍ର ବିଦ୍ୟାଳୟ ଗୃହ ଭିତରକୁ ପଶିଯାଇଥିଲେ ସୁଦ୍ଧା ସେମାନଙ୍କ ଆକ୍ରମଣରୁ ସହଜରେ ବର୍ତ୍ତି ପାରି ନ ଥିଲେ।ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଆହତମାନଙ୍କୁ ନିକଟସ୍ଥ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ୧୨ ଜଣଙ୍କ ମଧ୍ୟରୁ ୧୦ ଛାତ୍ରୀଛାତ୍ର ଘରକୁ ସୁସ୍ଥ ହୋଇ ଫେରିଥିବାବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଘଟଣାକୁ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧନୁର୍ଦ୍ଧର ସାହୁ ଦୁଃଖ ପ୍ରକାଶ କରିବା ସହିତ ଛାତ୍ରୀଛାତ୍ରଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?