Posted inଜାତୀୟ

ପ୍ରାର୍ଥନା ସଭା ପରେ ହଠାତ୍‌ ବେହୋଶ ହୋଇଗଲେ ୧୨ ଛାତ୍ର, ତାପରେ…

ଲକ୍ଷ୍ନୌ, ୩୦।୦୭: ଉତ୍ତର ପ୍ରଦେଶର ଏଟା ଜିଲା ଅନ୍ତର୍ଗତ ଏକ ସ୍କୁଲରେ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଜନପଦର ଏହି ସ୍କୁଲରେ ସକାଳୁ ପ୍ରର୍ଥନା ସଭା ପରେ ୧୨ ଛାତ୍ର ବେହୋଶ ହୋଇଯାଇଛନ୍ତି । ଫଳରେ ଏହି ଘଟଣାକୁ ନେଇ ସ୍କୁଲ ପରିସରରେ ଭୟ ଖେଳିଯାଇଥିଲା । ମିଳିଥିବା ସୂଚନା ମୁତାବକ ଏଟା ଜିଲା ମଲାବନ ଥାନା ଅଞ୍ଚଳର ହରିଚନ୍ଦନପୁରର ପିଏମ୍‌ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଏହି ଘଟଣା ଘଟିଛି । ବେହୋଶ ହୋଇଥିବା ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମଙ୍ଗଳବାର ସକାଳୁ ପ୍ରର୍ଥନା ସଭା ପରେ ସ୍କୁଲରେ କଥିତରୂପେ ଖେଳକୁଦ ଏବଂ ବାୟାମ କରାଯାଏ । ଜବରଦସ୍ତି ପିଲାଙ୍କୁ କରିବାକୁ ବାଧ୍ୟ କରାଯାଏ । ଫଳରେ ଏଥିରେ ୧୨ ଜଣ ବେହୋଶ ହୋଇଯାଇଛନ୍ତି । ଏ ସମସ୍ତ ଛାତ୍ରୀଛାତ୍ର ଷଷ୍ଠରୁ ନବମ ଶ୍ରେଣୀ ମଧ୍ୟରେ ପାଠପଢ଼ନ୍ତି । ତେବେ ଏହି ଘଟଣାକୁ ନେଇ ଜିଲାପାଳ କହିଛନ୍ତି ଯେ, ପ୍ରବଳ ଗରମ କାରଣରୁ ଏପରି ହୋଇଛି । ଉକ୍ତ ସ୍କୁଲକୁ ଏକ ମେଡିକାଲ୍‌ ଟିମ୍‌ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?