୩୩ ଦିନରେ ୧୨ ହଜାର ଲୋକଙ୍କ ମୃତ୍ୟୁ, ଚାରିଆଡେ ମୃତଦେହ ଗଦା…

ଜେରୁଜେଲମ,୯।୧୧ : କ୍ରମାଗତ ୩୩ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଅକ୍ଟୋବର ୭ରେ ହମାସ ଦ୍ୱାରା ହୋଇଥିବା ଆକ୍ରମଣ ପରଠାରୁ ଇସ୍ରାଏଲ ସେନା ଗାଜା ଷ୍ଟ୍ରିପରେ ଆକ୍ରମଣ କରିଆସୁଛି। ଯେଉଁ କାରଣରୁ ସାଧାରଣ ଲୋକ ମଧ୍ୟ ଏହାର ପରିଣାମ ଭୋଗୁଛନ୍ତି। ଇସ୍ରାଏଲ ସେନା ଆକ୍ରମଣରେ ଏପର୍ଯ୍ୟନ୍ତ ୧୦,୫୦୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି।

ହମାସକୁ ଧ୍ୱଂସ କରିବା ଉଦ୍ଦେଶ୍ୟରେ ଇସ୍ରାଏଲ ଆତଙ୍କବାଦୀ ଶିବିର ଉପରେ ଲଗାତାର ବୋମା ମାଡ ଏବଂ ଭୂତଳ ଆକ୍ରମଣ ସହିତ ପ୍ରତିଶୋଧ ନେଇଛି। ମୃତକଙ୍କ ମଧ୍ୟରେ ଅଧିକ ଶିଶୁ ଥିବା ଗାଜାରେ ହମାସ ଦ୍ୱାରା ପରିଚାଳିତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ପ୍ରଦାନ କରିଛି।

ହମାସ ଦାବି କରିଛି ଇସ୍ରାଏଲ ରାଫା କ୍ରସିଂ ଦେଇ ଗାଜା ଷ୍ଟ୍ରିପରୁ ଇଜିପ୍ଟକୁ ଆହତ ପାଲେଷ୍ଟାଇନ କିମ୍ବା ବିଦେଶୀମାନଙ୍କୁ ସ୍ଥାନାନ୍ତର ବନ୍ଦ କରିଦେଇଛି। ହମାସର ଜଣେ ଅଧିକାରୀ କହିଛନ୍ତି ଆହତଙ୍କ ତାଲିକାକୁ ମଞ୍ଜୁର କରିବାକୁ ଇସ୍ରାଏଲ ମନା କରିଦେଇଥିବାରୁ କ୍ରସିଂ ପଏଣ୍ଟ ବନ୍ଦ ରହିଛି।

ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପୁଣିଥରେ ଗାଜାରେ ଅସ୍ତ୍ରବିରତି ପାଇଁ ଅନ୍ତର୍ଜାତୀୟ ଆହ୍ବାନକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ କହିଛନ୍ତି ହମାସ ପ୍ରଥମେ ସମସ୍ତ ବନ୍ଧକଙ୍କୁ ମୁକ୍ତ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri