Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ୧୨ଥର ବିଦ୍ୟୁତ କାଟ: ଏସ୍‌ପି କଲା ଟାର୍ଗେଟ

ଲକ୍ଷ୍ନୌ,୩୧।୭: କେନ୍ଦ୍ରମନ୍ତ୍ରୀ ତଥା ଉତ୍ତରପ୍ରଦେଶର ମୋହନଲାଲଗଞ୍ଜ ଭାଜପା ଏମ୍‌ପି କୌଶଲ କିଶୋରଙ୍କ ଏକ କାର୍ଯ୍ୟକ୍ରମରେ ୧୨ଥର ବିଦ୍ୟୁତ କାଟ କରିଛନ୍ତି। ବାରମ୍ବାର ବିଦ୍ୟୁତ କାଟ ସାମ୍ନାକୁ ଆସିବା ପରେ ସମାଜବାଦୀ ପାର୍ଟି(ଏସପି)ଯୋଗୀ ସରକାରଙ୍କୁ ଟାର୍ଗେଟ୍‌ କରିଛି।
ଲକ୍ଷ୍ନୌର ସହାକାରିତା ଭବନ ଅଡିଟୋରିୟମରେ ମନ୍ତ୍ରୀ କୌଶଲ କିଶୋରଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ତାଙ୍କ ଭାଷଣ ପ୍ରାୟ ୪୦ ମିନିଟ ପର୍ଯ୍ୟନ୍ତ ଚାଲିଥିଲା, ଏହି ସମଗ୍ର ଭାଷଣରେ ବିଦ୍ୟୁତ ପ୍ରାୟ ୧୨ ଥର ବନ୍ଦ ହୋଇଯାଇଥିଲା। ବାରମ୍ବାର ବିଦ୍ୟୁତ କାଟ ଯୋଗୁ କେନ୍ଦ୍ର ମନ୍ତ୍ରୀ ରାଗିଯାଇଥିଲେ। ଭାଷଣ ସମୟରେ ସେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ଘଟଣାରେ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ମଧ୍ୟ ଆସିଛି। ଏସପି ଟୁଇଟ ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି ଯେ, ମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ କାଟ୍‌ ଯୋଗୀ ସରକାରଙ୍କ ବିଫଳତା ପ୍ରକାଶ କରିଛି। ସମଗ୍ର ରାଜ୍ୟ ଅଘୋଷିତ ବିଦ୍ୟୁତ କାଟ୍‌ର ସାମ୍ନା କରୁଛି। ରାଜଧାନୀରେ ମଧ୍ୟ ୨୪ ଘଣ୍ଟା ବିଦ୍ୟୁତ ଯୋଗାଇବାରେ ମୁଖ୍ୟମନ୍ତ୍ରୀ ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri