ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଏହି ଶ୍ରମିକମାନେ ବରଗଡ଼ ଜିଲା ଗାଇସିଲେଟ ଥାନା ଅନ୍ତର୍ଗତ ଗିଦମାଲ ଗ୍ରାମର। ସେମାନଙ୍କ ମଧ୍ୟରେ ୬ଜଣ ପୁରୁଷ ବିଷ୍ଣୁ ସାହୁ, ବଳରାମ ସାହୁ, ଶ୍ୟାମ ସାହୁ, ପଦ୍ମନ ସାହୁ ବ୍ରହ୍ମା ସାହୁ, ଓଁକାର ସାହୁ ଏବଂ ୬ ଜଣ ମହିଳା ସନ୍ତୋଷିନୀ ସାହୁ, ହେମଲତା ସାହୁ, ଲବଙ୍ଗ ସାହୁ, ବାସନ୍ତି ସାହୁ, ମମତା ସାହୁ, ଜାହ୍ନବୀ ସାହୁ। ଶ୍ରମିକଙ୍କୁ ବାହାର ରାଜ୍ୟକୁ ଚାଲାଣ କରିବା ପାଇଁ ସମ୍ପୃକ୍ତ ଦଲାଲ ଜଣକ ଏକ ପରିତ୍ୟକ୍ତ ଘରେ ଲୁଚାଇ ରଖିଥିବା ପୋଲିସ ଖବର ପାଇଥିଲା।

ପରେ ପୋଲିସ ଚଢାଉ କରି ଶ୍ରମିକ ଓ ସେମାନଙ୍କ ସହ ଥିବା ଜଣେ ଶିଶୁଙ୍କୁ ଉଦ୍ଧାର କରି ଥାନାକୁ ଆଣି ପଚରାଉଚରା କରିଥିଲା । ଏ ନେଇ ପୋଲିସ ଏକ ମାମଲା(ନଂ ୨୩୫/୨୪) ରୁଜୁ କରି ଦୁଇ ଜଣ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରୁଛି  । ଦଲାଲ ଦୁଇଜଣଙ୍କ ମଧ୍ୟରେ ଜଣକ ଘର ଧଣ୍ଡାମୁଣ୍ଡ କଟାପାଲି ଗ୍ରାମରେ ହୋଇଥିବା ବେଳେ ଅନ୍ୟ ଜଣକ ଘର ଲାଠୋର ଗ୍ରାମରେ। ପୋଲିସ ଘଟଣାର ତଦନ୍ତ କରୁଥିବା ତଦନ୍ତ ଅଧିକାରୀ ଦେବାର୍ଚ୍ଚନ ମିର୍ଦ୍ଧା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri