Posted inଅପରାଧ

୧୨ ବର୍ଷର ନାବାଳିକା କଲେ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୧୨ା୯: ଦିଲ୍ଲୀ ନିକଟସ୍ଥ ଫରିଦାବାଦରେ ଜଣେ ୧୨ ବର୍ଷର ନାବାଳିକା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ପ୍ରେମରେ ଧୋକ୍କା ଖାଇ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହାର ପ୍ରମାଣ ମିଳିଛି ଏକ ସୁଇସାଇଡ୍‌ ନୋଟ୍‌ରୁ। ପୋଲିସ ଏ ନେଇ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି।
ଏହି ନାବାଳିକା ଜଣକ ଫରିଦାବାର ବଲ୍ଲଭଗଡ଼ରେ ନିଜ ମାତାପିତାଙ୍କ ସହ ରହୁଥିଲୋ। ପଡ଼ୋଶୀଙ୍କ ନାବାଳକ ପୁଅ ସହ ଏହି ନାବାଳିକାଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ମାତ୍ର ଉକ୍ତ ନାବାଳକଙ୍କ ଆଉ କାହା ସହ ପ୍ରେମସମ୍ପର୍କ ଥିଲା। ଏକଥା ନାବାଳିକା ଜଣକ ସୁଇସାଇଡ୍‌ ନୋଟ୍‌ରେ ସ୍ପଷ୍ଟ ଭାବରେ ଲେଖିଛନ୍ତି ଯେ, ଏଥିରେ ସେ ମର୍ମାହତ ହୋଇ ଆତ୍ମହତ୍ୟା କରୁଛନ୍ତି। ନାବାଳିକାଙ୍କ ପିତା କୁହନ୍ତି, ଏହି କଥା ସେ ଜାଣିନାହାନ୍ତି। ମାତ୍ର ଝିଅର ସୁଇସାଇଡ୍‌ ନୋଟରୁ ଜାଣିବାକୁ ପାଇଛନ୍ତି। ସେ କହିଛନ୍ତି, ତାଙ୍କ ଝିଅ ପଡ଼ୋଶୀଙ୍କ ଜଣେ ନାବାଳକ ପୁଅଙ୍କ ନାଁ ଲେଖିଛି।
ପୋଲିସ ଅଧିକାରୀ ଆଦର୍ଶଦୀପ କୁହନ୍ତି, ୧୨ ବର୍ଷର ନାବାଳିକା ଜଣେ ନାବାଳକଙ୍କୁ ପ୍ରେମ କରୁଥିଲେ ବୋଲି ଯାହା ତାଙ୍କ ସୁଇସାଇଡ୍‌ ନୋଟ୍‌ରୁ ଜାଣିବାକୁ ପାଇଛନ୍ତି। ଏହି ଘଟଣାରେ ସେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri