୧୨୦ ଗ୍ରାମର ବ୍ରାଉନ ସୁଗାର ଜବତ

ଅନୁଗୋଳ ଅଫିସ,୬।୯: ଅନୁଗୋଳ ଜିଲା ଅମଲାପଡ଼ା ଅଞ୍ଚଳରେ ଅବକାରୀ ଟିମ୍‌ ମଙ୍ଗଳବାର ଚଢ଼ାଉ କରିଛି। ଚଢ଼ାଉରେ କେନାଲ ଅଞ୍ଚଳରୁ ୧୨୦ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି। ଧିରେନ ଦାସ ନାମକ ଜଣେ ଯୁବଙ୍କୁ କାବୁ କରି ତାଙ୍କ ନିକଟରୁ ୧୨ ଲକ୍ଷ ଟଙ୍କାର ଏହି ବ୍ରାଉନ ସୁଗାର ଜବତ ହୋଇଥିଲା। ତାକୁ ଗିରଫ କରାଯାଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri