ଡାଇବେଟିସ୍‌ରୁ ଦୂରେଇ ରହିବାକୁ ଚାହୁଁଛନ୍ତି, ଖାଆନ୍ତୁ ଏହି ପତ୍ରର ଚଟଣି…

ଧନିଆ ପତ୍ର ଚଟଣି ଶରୀର ପାଇଁ ବହୁ ଉପକାରୀ। ନିୟମିତ ଏହାକୁ ଖାଇଲେ ଶରୀରରେ ଇନସୁଲିନ କ୍ଷରଣ ସ୍ବାଭାବିକ ହେବା ସହ ସୁଗାର ଲେବଲ୍‌ କମ ହୋଇଥାଏ। ଫଳରେ ଡାଇବେଟିସ୍‌ ସମସ୍ୟା ଦୂର ହୋଇଥାଏ। ଏହା ରକ୍ତସଞ୍ଚାଳନକୁ ନିୟନ୍ତ୍ରିତ କରିବା ସହ ହାର୍ଟଆଟାକ୍‌ରୁ ଦୂରେଇ ରଖେ। ଏହାକୁ ଖାଇଲେ ହଜମ ଶକ୍ତି ବୃଦ୍ଧି ପାଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ କରାଯାଇଛି। ଏଥିରେ ଭିଟାମିନ୍‌-ସି ଓ ଭିଟାମିନ୍‌-କେ ଥାଏ। ଏହା କ୍ୟାନସର ଆଶଙ୍କା ମଧ୍ୟ ଦୂର କରିଥାଏ ବୋଲି ଆୟୁର୍ବେଦରେ ଦର୍ଶାଯାଇଛି।


All Right Reserved By Dharitri.Com

ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଅଲୁଭା

କେରଳର କୋଚିସ୍ଥିତ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ହେଉଛି ଅଲୁଭା। ସ୍ଥାନୀୟ ଅଞ୍ଚଳରେ ପ୍ରବାହିତ ହେଉଥିବା ପ୍ରସିଦ୍ଧ ପେରିୟାର୍‌ ନାମକ ନଦୀଠାରୁ ଏହା ପ୍ରାୟ ୧୫ କି.ମି...

ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି।...

ଶପଥ ନେଲେ ସୋନିଆ, ମୁଲାୟମ୍‌

ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ...

ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ

ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ...

୧୭ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧ା୬ପି.ଟି.): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ତଥା ବଜେଟ ଅଧିବେଶନ ଜୁନ୍‌ ୧୭ରୁ ଆରମ୍ଭ ହୋଇ ଜୁଲାଇ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ...

ହୋଶଙ୍ଗାବାଦ୍‌ରେ ରହିଛି ଗୁରୁ ନାନକଙ୍କ ହାତଲେଖା ଗୁରୁ ଗ୍ରନ୍ଥ ସାହିବ

ହୋଶଙ୍ଗାବାଦ୍‌,୧୨।୧୧: ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍‌ଠାରେ ଥିବା ଗୁରୁ ସିଂ ସଭା ଗୁରୁଦ୍ୱାରାରେ ମହା ସମାରୋହରେ ପାଳିତ ହେଉଛି। ନର୍ମଦା ନଦୀ କୂଳରେ...

୪ ରାଜ୍ୟରେ ଏକାକୀ ଲଢ଼ିବ ଜେଡିୟୁ

ପାଟନା,୧୦ା୬(ଆଇଏଏନ୍‌ଏସ୍‌): ଗତ ଲୋକ ସଭା ନିର୍ବାଚନରେ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରେ ସାମିଲ ହୋଇଥିଲା। ନିର୍ବାଚନ ଶେଷ ହେବା...

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *