ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି। ମାତ୍ର ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ପ୍ରକାଶ ଯେ, ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ଟି ସମ୍ବଲପୁର ଦେଇ ପୁରୀ ଅଭିମୁଖେ ଯାଉଥିବା ବେଳେ ସରିଗିପାଲି ଷ୍ଟେଶନ ପରେ ଡିଜେଲ ଚାଳିତ ଇଞ୍ଜିନ ନଂ. ୧୮୪୨୨ରେ ନିଆଁ ଲାଗିଯାଇଥିଲା। ହଣ୍ଡପା ଷ୍ଟେଶନ ନିକଟରେ ଟ୍ରେନ୍‌ରେ ନିଆଁ ଲାଗିଥିବା କର୍ମଚାରୀମାନେ ଜାଣିବାକୁ ପାଇଥିଲେ। ହଣ୍ଡପା ଷ୍ଟେଶନ କର୍ମଚାରୀ ଓ ବଇଣ୍ଡା ଫାଣ୍ଡି ଅଧିକାରୀ ଏ.କେ ଗଡ଼ନାୟକ ଏ ନେଇ ଟ୍ରେନ୍‌ ଚାଳକଙ୍କୁ ସୂଚନା ଦେଇଥିଲେ। ପରେ ଷ୍ଟେଶନରେ ଥିବା ଅଗ୍ନିନିରାପକ ଯନ୍ତ୍ର ସାହାର୍ଯ୍ୟରେ ନିଆଁକୁ ଆୟତ୍ତ କରାଯାଇଥିଲା। ଉକ୍ତ ଇଞ୍ଜିନକୁ ବଦଳାଇ ଇଲେକ୍ଟ୍ରି ଇଞ୍ଜିନ ଲଗାଯିବା ପରେ ଟ୍ରେନ୍‌ଟି ପୁରୀ ଅଭିମୁଖେ ଯାଇଥିଲା।


All Right Reserved By Dharitri.Com

ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର: ନଗ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ

ବାରିପଦା ଅଫିସ/ରାଇରଙ୍ଗପୁର,୧୧।୮ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲାରେ ପୁଣି ଲଜ୍ଜା। ଗୋରୁମହିଷାଣୀ ଥାନା ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଜଙ୍ଗଲରେ ବଳାତ୍କାର କରି ତାଙ୍କ ନଗ୍ନ...

କୋଇଲିସାହିରେ ଅଗ୍ନିକାଣ୍ଡ

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିଆ ପଞ୍ଚାୟତ ଅନ୍ତର୍ଗତ କୋଇଲିସାହି ଗ୍ରାମରେ ବୁଧବାର ରାତି ପ୍ରାୟ ଗୋଟାଏ ବେଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ...

ଅଳିଆ ଗଦାରୁ ଶିଶୁପୁତ୍ରର ମୃତଦେହ ଠାବ

ଜୟପୁର,୨୯।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରର ଏକ ଶପିଂ ମଲ ସମ୍ମୁଖରେ ଥିବା ଅଳିଆ ଗଦାରୁ ବୁଧବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଠାବ କରାଯାଇଛି। ଶିଶୁଟିକୁ...

ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଏଚ୍‌ଆର୍‌ସି ନିକଟରେ ଫେରାଦ ହେବ ରାଷ୍ଟ୍ରୀୟ ପରିଷଦ

ଭଦ୍ରକ ଅଫିସ, ୯।୨- ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପୋଲିସ ପକ୍ଷରୁ ଶୁକ୍ରବାର ରାତିରୁ ତଦନ୍ତ...

ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍‌ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ...

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା...

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ...

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭...

Leave a comment

Your email address will not be published. Required fields are marked *