ଠାକୁରମୁଣ୍ଡା,୮ା୧୧(ଡି.ଏନ୍.ଏ.): କରଞ୍ଜିଆ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ଗୁରବାର ଜଣେ ଯନ୍ତ୍ରୀଙ୍କ ୫୦ ହଜାର ଟଙ୍କା ଥିବା ବ୍ୟାଗ ଲୁଟ ହୋଇଥିବା ଅଭିଯୋଗ ହୋଇଛି। କରଞ୍ଜିଆ ଥାନା ପୋଲିସ ଏହି ଘଟଣାରେ ସନ୍ଦେହରେ ଜଣକୁ ଅଟକ ରଖି ପଚରାଉଚରା କରୁଛି ।
କରଞ୍ଜିଆରେ ରହୁଥିବା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକର କନିଷ୍ଠ ଯନ୍ତ୍ରୀ ଯଦୁମଣି ନାୟକ ମଧ୍ୟାହ୍ନ୧୨ଟା ସମୟରେ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ପ୍ଲାଷ୍ଟିକ ବ୍ୟାଗରେ ରଖି କରଞ୍ଜିଆ ବଜାରରେ ଥିବା ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ତାଙ୍କ ଅନ୍ୟମନସ୍କତାର ସୁଯୋଗ ନେଇ କେହି ଦୁର୍ବୃତ୍ତ ତାଙ୍କ ଟଙ୍କା ବ୍ୟାଗକୁ ନେଇଯାଇଥିଲେ। ବ୍ୟାଗରେ ତାଙ୍କ ବ୍ୟାଙ୍କର ପାଶ ବହି ଓ ଅନ୍ୟାନ୍ୟ କାଗଜପତ୍ର ଥିଲା।
Posted inଆମ ଜିଲା ଖବର, ମୟୂରଭଞ୍ଜ View All

ଏସ୍ଏଚ୍ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ
ଜୟପୁର,୨୨ା୮(ଡି.ଏନ୍.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା...

ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର...

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ
ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ...

ସରିଲା ଲଗ୍ନଧରା: ୩୦ରେ ଟୁସୁ – ଶଙ୍କରଙ୍କ ବିବାହ
ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ...

ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍ଡିଙ୍କ ଆତ୍ମସମର୍ପଣ
ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ...

ଜଙ୍ଗଲ ଛାଡି ସହରରେ ବୁଲୁଛି ଭାଲୁ
ନବରଙ୍ଗପୁର,୨୭।୭(ବି.ପ୍ର.)-ସନ୍ଧ୍ୟାହେଲେ ଜମାଲ କଲୋନୀରେ ଦାଣ୍ଡ କବାଟ ଓ ଘରର ମୁଖ୍ୟ ଫାଟକ ବନ୍ଦ ରହୁଛି। ଜନସାଧାରଣ ଭୟଭୀତ ହୋଇ ରହୁଛନ୍ତି। ଜଙ୍ଗଲ ଛାଡି ଏବେ ଦୁଇଟି...

ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଯାଞ୍ଚ ଦାବି
ପୁରୀ ଅଫିସ,୩୧ା୧୦: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ ଲାଗି ଦାବି କରିଛନ୍ତି ପୁରୀ ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ଜ୍ୟୋତି...

ଘର ତିଆରି ବିଲ୍ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ
କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ...