ଭତା ଲାଗି ଆବେଦନ କରି ବୁରୁଧ୍‌ ନିରାଶ

ଅତାବିରା, ୮।୧୧ (ଡି.ଏନ୍‌.ଏ.)-ବରଗଡ ଜିଲା ଭେଡେନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଛକ ପାସର ବିଧବା ବୁରୁଧ୍‌ ହେମ ଦନ୍ତା(୮୦)। ପରିବାର କହେଲେ ପୁଓ ଲୋକନାଥ, ଝି’ ବୈଦେହୀ, ଗୋଦାବରୀ, ବହ ସୁଜାତା ଆର ନାତେନକେ ନେଇ ତାକର ସଁସାର। ହେମକଁର ବଏସ୍‌ ଅଧ୍‌କା ହେବାର ଲାଗି ଫିଦିନିଅଁା କାମ୍‌କେ ଛାଡ଼ି ଅଲଗା କାମ୍‌ବୁତା କରି ନାଇଁପାରବାର। ଏନ୍‌ତାଥି ସେ ବାରବାର ବୁଢ଼ାବୁଢ଼ି ଭତାର ଲାଗି ଆବେଦନ କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ବିଧବା ବୁରୁଧ୍‌କୁଁ ଯେତେ ଜଲଦି ହେବା ଭତା ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ। ଇ ବାବ୍‌ଦେ ଭେଡ଼େନ ବିଡିଓ ମୁରଲୀଧର ନାୟକକୁଁ ପଚରାଲାରୁ ଦରକାରୀ କାଗଜପତର ଦେଲେ ଯେତେ ଜଲଦି ହେବା ତାହାକୁଁ ଭତା ଯୁଗେଇ ଦେବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


All Right Reserved By Dharitri.Com

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା...

ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ

କୋମନା,୧୭।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ସିହିନାମୁଣ୍ଡା ଗାଁର ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ...

ଗାନ୍ଧୀ ଜୟନ୍ତୀରେ ପ୍ଲାଷ୍ଟିକ ବିରୋଧୀ ସଚେତନତା ବାର୍ତ୍ତା

ଆନନ୍ଦପୁର,୨।୧୦(ସ୍ବ.ପ୍ର.): ପ୍ଲାଷ୍ଟିକ୍‌ ଦ୍ୱାରା ପରିବେଶ ପ୍ରଦୂଷିତ ହେବା ସହିତ ଜୀବଜଗତ ପ୍ରତି ବିପଦ ଦେଖାଦେଇଛି। ତେଣୁ ସରକାରୀସ୍ତରରେ ପ୍ଲାଷ୍ଟିକ୍‌ ବ୍ୟବହାର ପ୍ରତି ରୋକ ଲଗାଯାଇଛି। ଏହିକ୍ରମରେ...

ଲଗାଣବର୍ଷା : ପନିପରିବା ସହ ଫସଲ ନଷ୍ଟ ଆଶଙ୍କା

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି। ଫଳରେ ଚାଷଜମି ସହ ପନିପରିବା ଚାଷ କ୍ଷତି...

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ...

ଆବାସ ଯୋଜନାରେ ଦୁର୍ନୀତି ଘଟଣା; ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ...

ଟ୍ରେନ୍‌ରୁ ୫ଶହ ପାରା ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍‌(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍‌ରୁ ଶୁକ୍ରବାର ଜବତ...

ଅଧ୍ୟକ୍ଷା, ଉପାଧ୍ୟକ୍ଷା ପଦବୀରେ ଦୁଇ ମହିଳା

ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନ ସରିଛି। ଖଲ୍ଲିକୋଟ ବ୍ଲକର ଜୋନ ନଂ.୧୧ରୁ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡିରୁ ନିର୍ବାଚିତ ସଦସ୍ୟା ସୋନମ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *