Posted inଜାତୀୟ

ଅଯୋଧ୍ୟା ଶୁଣାଣି ପୂର୍ବରୁ ହାଇ ଆଲର୍ଟରେ ଉତ୍ତରପ୍ରଦେଶ: ଖୋଲାରେ ପେଟ୍ରୋଲ, ଏସିଡ୍‌ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ସରକାର ହାଇ ଆଲର୍ଟରେ ଅଛନ୍ତି। ଏଥିପାଇଁ ଗାଜିଆବାଦ ପ୍ରଶାସନ ଖୋଲାରେ ବିକ୍ରି କରାଯାଉଥିବା ପେଟ୍ରୋଲ, ଏସିଡ୍‌ ଓ ଜ୍ୱଳନଶୀଳ ପଦାର୍ଥ ଉପରେ କଟକଣା ଲଗାଇଛନ୍ତି। ଏହି ନିୟମକୁ ଯିଏ ପାଳନ ନ କରିବ ତାଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ଏନେଇ ଗାଜିଆବାଦ ଉପଜିଲାପାଳ ଶୁକ୍ରବାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିସହ ପୋଲିସ ପ୍ରଶାସନ ପକ୍ଷରୁ ସହରରେ ଏକ ଫ୍ଲାଗ୍‌ ମାର୍ଚ୍ଚ ମଧ୍ୟ ବାହାରିଛି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ କାର୍ଯ୍ୟକାଳ ନଭେମ୍ବର ୧୭ରେ ଶେଷ ହେଉଛି। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଅଯୋଧ୍ୟା ମାମଲାର ଶୁଣାଣି କରାଯିବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ।...

ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ

ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ...

ବନ୍ୟାରେ ଦେଖୁ ଦେଖୁ ଭାସିଗଲା ଘର, କିନ୍ତୁ ବଞ୍ଚାଇଲେ ୫୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ

ପୁଣେ, ୧୯।୮: ମହାରାଷ୍ଟ୍ରରେ କିଛିଦିନ ହେବ ଲଗାତର ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟାରେ ପାଖାପାଖି ୫୦୦ ଗ୍ରାମ ପ୍ରଭାବିତ ହୋଇଛି। ୨...

ପାକ୍‌ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ

ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା...

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ...

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ...

ଚନ୍ଦ୍ରୟାନ-୨ ଉତ୍‌କ୍ଷେପଣ ସ୍ଥଗିତ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ), ୧୫ା୭(ପି.ଟି.): ଶେଷ ମୁହୂର୍ତ୍ତରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣକୁ ବାତିଲ କରିଦିଆଯାଇଛି। କେଉଁ କାରଣ ଲାଗି ଏହାକୁ ସ୍ଥଗିତ ରଖାଯାଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା...

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *