Posted inଜାତୀୟ

୧୭ତମ ଲୋକ ସଭାର ସୁନ୍ଦରୀ ଏମ୍‌ପି

ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ। ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ମିମିଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ମିମିଙ୍କ କେତେକ ଫଟୋ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ୨୦୧୯ରେ ତୃଣମୂଳ କଂଗ୍ରେସରେ ଯୋଗଦେଇଥିଲେ।


All Right Reserved By Dharitri.Com

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା...

ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ...

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ...

ମୋଦିଙ୍କ ପାଇଁ ଆସିବ କ୍ଷେପଣାସ୍ତ୍ର ପ୍ରତିରୋଧୀ ୨ଟି ବୋଇଂ-୭୭୭ ବିମାନ

ନୂଆଦିଲ୍ଲୀ,୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ପାଇଁ ୨୦୨୦ ସୁଦ୍ଧା ୨ଟି ବୋଇଂ-୭୭୭ ବିମାନ ଅଣାଯିବ। ଏହି ବିମାନ ଦୁଇଟି କ୍ଷେପଣାସ୍ତ୍ର ପ୍ରତିରୋଧୀ। ଏଥିରେ ପ୍ରଧାନମନ୍ତ୍ରୀ...

‘ଆର୍ଟିକିଲ୍‌ ୧୫’: ଆବେଦନ ଅଗ୍ରାହ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭: ବଲିଉଡ୍‌ ଫିଲ୍ମ ‘ଆର୍ଟିକିଲ୍‌ ୧୫’ର ପ୍ରମାଣପତ୍ର ବାତିଲ ଲାଗି ହୋଇଥିବା ଆବେଦନକୁ ସୁପ୍ରିମ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ ଏବଂ ବି.ଆର....

ଚିଦାମ୍ବରମଙ୍କ ହେବ ଲାଏ ଡିଟେକ୍ଟର ଟେଷ୍ଟ: ସିବିଆଇ

ନୂଆଦିଲ୍ଲୀ,୨୭।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଛନ୍ଦି ହୋଇ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସିବିଆଇ ରିମାଣ୍ଡରେ ଅଛନ୍ତି। ଅଗଷ୍ଟ ୩୦ ପର୍ଯ୍ୟନ୍ତ ସେ ସିବିଆଇ ହେପାଜତରେ...

ମସଜିଦ୍‌ରେ ହେବ ହିନ୍ଦୁ ବିବାହ: କନ୍ୟାଙ୍କୁ ମିଳିବ ୧୦ ତୋଳା ସୁନା ଏବଂ ୨ଲକ୍ଷ ଟଙ୍କା…

ଅଲପ୍ପୁଝା, ୬।୧: ଦେଶରେ ବିଭିନ୍ନ ସମ୍ପ୍ରଦାୟକୁ ନେଇ ରାଜନୀତି ଜାରି ରହିଛି। ଏପରିସ୍ଥଳେ କେରଳରେ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ଅଲପ୍ପୁଝାର...

ଏନ୍‌ଏଚ୍‌ଆର୍‌ସି ଟିମ୍‌ର ତନାଘନା: ଏସ୍‌ଆଇଟି ତଦନ୍ତ ଲାଗି ପିଆଇଏଲ୍‌

ହାଇଦ୍ରାବାଦ, ୮ା୧୨(ପି.ଟି.): ହାଇଦ୍ରାବାଦର ମହିଳା ପଶୁ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା କରିବା ଅଭିଯୋଗରେ ଗିରଫ ୪ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଏନ୍‌କାଉଣ୍ଟର କରି ହତ୍ୟା...

Leave a comment

Your email address will not be published. Required fields are marked *