ତିରୁପତିରୁ ଫେରିଲେ ୧୨୧ ପ୍ରବାସୀ

ରାୟଗଡ଼ା ଅଫିସ, ୨୮ା୬: ତିରୁପତିରେ ଫସିଥିବା ୧୨୧ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ରବିବାର ସକାଳେ ରାୟଗଡ଼ାରେ ପହଞ୍ଚିଛି। ଏମାନେ ସମସ୍ତେ ନବରଙ୍ଗପୁର ଜିଲାର। ଲକ୍‌ଡାଉନ୍‌ ଯୋଗୁ ଏମାନେ ଫେରିପାରି ନ ଥିଲେ। ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ଷ୍ଟେଶନରେ ପ୍ରବାସୀମାନଙ୍କ ପଞ୍ଜୀକରଣ କରାଯାଇ ସ୍ବତନ୍ତ୍ର ଗାଡ଼ି ଯୋଗେ ନବରଙ୍ଗପୁର ପଠାଯାଇଛି। ଏହି ସମୟରେ ଉପ ଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ଏବିଡିଓ ନୃସିଂହ ଚରଣ ପଟ୍ଟନାୟକଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri