ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ଆସନ୍ତା ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ. ନଗେନ୍ଦ୍ର ନାଥ ପ୍ରଧାନଙ୍କ ସ୍ମୃତି ସମାରୋହରେ ତାଙ୍କୁ ସମ୍ମାନିତ କରାଯିବ। ସମାରୋହରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଲେଖକ ତଥା ସମାଲୋଚକ ଡ. ନିତ୍ୟାନନ୍ଦ ଶତପଥୀ ଓ ସମ୍ମାନିତ ଅତିଥିଭାବେ ନାଇଜର ରେଜିଷ୍ଟ୍ରାର ଡ. ଅଭୟ କୁମାର ନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି...

ମଦ ଚାଲାଣବେଳେ ଗୋଡ଼ାଇଲେ ଅବକାରୀ କର୍ମଚାରୀ: ବ୍ରାହ୍ମଣୀକୁ ଡେଇଁ ଯୁବକ ମୃତ

ପରଜଙ୍ଗ, ୩।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ମଦଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ କବଳରୁ ବର୍ତ୍ତିବା...

ସିଲପଟ୍‌କୁ ଧକ୍କା ଦେଲା ଦୁରନ୍ତୋ ଏକ୍ସପ୍ରେସ୍‌

ରୂପ୍‌ସା, ୨୩।୧୧ (ଡି.ଏନ.ଏ.)/ ଭୁବନେଶ୍ୱର(ବ୍ୟୁରୋ): ହାଓଡ଼ାରୁ ଯଶୋବନ୍ତପୁରକୁ ଯାଉଥିବା ଦୁରନ୍ତୋ ଏକ୍ସପ୍ରେସ (ନଂ. ୧୨୨୪୫) ଶୁକ୍ରବାର ବାଲେଶ୍ୱରର ରୂପସା ଷ୍ଟେଶନରେ ଗୁରୁତର ଭାବେ ଦୁର୍ଘଟଣାଗ୍ରସ୍ତ ହୋଇଛି।...

୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା...

ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ...

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ...

ଫାଇନାନ୍ସ କର୍ମଚାରୀଙ୍କଠାରୁ ୩ଲକ୍ଷ ଲୁଟ୍‌

ନିଆଳି,୫ା୧୦(ଡି.ଏନ୍‌.ଏ): ନିଆଳି ବ୍ଲକ ନିକଟରୁ ଶୁକ୍ରବାର ୩ ଲୁଟେରା ଏକ ଫାଇନାନ୍ସ ସଂସ୍ଥାର ଦୁଇ କର୍ମଚାରୀଙ୍କୁ ମାଡ଼ ମାରି ୩ଲକ୍ଷ ୧୮ହଜାର ୧୩୦ଟଙ୍କା ଲୁଟି ନେଇଥିବା...

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ...

Leave a comment

Your email address will not be published. Required fields are marked *