Posted inଜାତୀୟ

ରାଜସ୍ଥାନରେ ଇଣ୍ଟରନେଟ୍‌ ସେବା ୨୪ ଘଣ୍ଟା ପାଇଁ ବନ୍ଦ

ଜୟପୁର,୯।୧୧: ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ରାଜସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ୨୪ ଘଣ୍ଟା ପାଇଁ ଏଠାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ଜୟପୁର କମିଶନରେଟ୍‌ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।


All Right Reserved By Dharitri.Com

ପୋଲିସର ଶ୍ରେଷ୍ଠ ପଦରେ ବସିଲେ ୫ ଶିଶୁ

ବେଙ୍ଗାଲୁରୁ,୯।୯: ପୋଲିସ ଓ ‘ମେକ୍‌ ଏ ଓ୍ବିସ୍‌’ ଫାଉଣ୍ଡେଶନର ମିଳିତ ସହଯୋଗରେ ୫ଣି ରୋଗଗ୍ରସ୍ତ ଶିଶୁଙ୍କୁ ପୋଲିସ ବିଭାଗର ଶ୍ରେଷ୍ଠ ପଦରେ ଗୋଟିଏ ଦିନ ପାଇଁ...

ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ପଥରମାଡ

ପାଟନା,୧୬।୧୨: ବିହାର ଲଖିସରାୟ ଜିଲାର ଆଜମେରରୁ ଆସୁଥିବା ଆଜମେର-ଭାଗଲପୁର ଏକ୍ସପ୍ରେସ୍‌ ଟ୍ରେନ୍‌ରେ ସୋମବାର କିଛି ଦୁର୍ବୃତ୍ତ ପଥରମାଡ କରିଛନ୍ତି। କିଉଲ-ପାଟନା ରେଳଖଣ୍ଡର ମେକରା ହାଲ୍ଟ ନିକଟରେ...

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୩।୬: ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ଅପରେଶନ୍‌ ଅଲଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ସୋମବାର ବଡ଼ ସଫଳତା ମିଳିଛି। ଏଠାରେ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।...

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ

ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର...

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି।...

ଫୁଲୁଛି ଗୋଦାବରୀ: ଛାତିଏ ପାଣିରେ ପବନସୁତ

ନାସିକ,୨୯।୭: ମହାରାଷ୍ଟ୍ରରେ ବନ୍ୟାର ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁଁ ସାଧାରଣ ଜୀବନ ପ୍ରଭାବିତ ହୋଇଥିବା ବେଳେ ନାସିକରେ ଗୋଦାବରୀ ନଦୀର ଜଳସ୍ତର ବିପଦସଙ୍କେତ ଉପରେ...

ଶିଶୁଙ୍କ ବିରୋଧରେ ଯୌନ ହିଂସା: ତଦନ୍ତ, ଶୁଣାଣି ସ୍ଥିତି ଚିନ୍ତାଜନକ

ନୂଆଦିଲ୍ଲୀ,୨୦ା୧୧(ପି.ଟି.) : ଦେଶରେ ଶିଶୁଙ୍କ ବିରୋଧରେ ଯୌନ ହିଂସା ବଢ଼ିବାରେ ଲାଗିଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଶିଶୁଙ୍କୁ ଯୌନ ଉତ୍ପୀଡ଼ନ କ୍ଷେତ୍ରରେ ତଦନ୍ତ...

Leave a comment

Your email address will not be published. Required fields are marked *