Posted inଜାତୀୟ

ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା

ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ ପୁଣି ଥରେ ରାଜନୀତି ହୋଇଛି ସରଗରମ। ଇସ୍ତଫା ଦେବା ପରେ ଗୋଟିଏ ପଟେ ଫଡନବିଶ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କରୁଥିବା ବେଳେ ଅନ୍ୟପଟେ ଶିବସେନା କହୁଛି ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ସେ ହକ୍‌ଦାର। ଏବେ ଏହାକୁ ନେଇ ଭାଜପା-ଶିବସେନା ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ଏତିକିବେଳେ ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ। ସେ କହିଛନ୍ତି ଫଡନବିଶ ଯଦି ଭାବିଛନ୍ତି ଏଥର ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ସେଥିପାଇଁ ତାଙ୍କୁ ଶୁଭେଚ୍ଛା। ହେଲେ ବହୁମତ ଯାହା ପାଖରେ ଅଛି ସେ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ପୁଣିଥରେ ଫଡନବିଶଙ୍କୁ ମନ ପକାଇ ଦେଇଛନ୍ତି ସଞ୍ଜୟ।


All Right Reserved By Dharitri.Com

ନୂଆ ମୋଟର ଯାନ ନିୟମ ପରେ ଏବେ ନିଜ ଗାଡ଼ି ଚଢୁ ନାହାଁନ୍ତି ଦିଲ୍ଲୀବାସୀ

ନୂଆଦିଲ୍ଲୀ,୮।୯: ମୋଟର ଯାନ ନିୟମରେ ପରିବର୍ତ୍ତନ ହୋଇ ସେପ୍ଟେମ୍ବର ପହିଲାରୁ ଯେଉଁ ଜରିମାନା ଆଦାୟ କରାଯାଉଛି ତାହା ଭାରତ ଭଳି ଦେଶରେ ପ୍ରାୟ କାହା ପକେଟ୍‌କୁ...

ବନ୍ୟାରେ ଯବାନଙ୍କ କାମଦେଖି ସାଲ୍ୟୁଟ କଲେ କୁନିଝିଅ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୨।୯: ଚଳିତ ବର୍ଷ ବନ୍ୟାରେ ଦେଶର ଅଧାଭାଗ ବୁଡି ଯାଇଥିବା ବେଳେ ଯବାନମାନେ ନିଜ ଜୀବନକୁ ବାଜି ଲଗାଇ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଛନ୍ତି। ତେବେ...

ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ...

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ...

ମାୟାବତୀଙ୍କୁ ଝଟ୍‌କା: କଂଗ୍ରେସ ହାତ ଧରିଲେ ୬ ବିଏସ୍‌ପି ବିଧାୟକ

ଜୟପୁର,୧୭।୯: ରାଜସ୍ଥାନର ପଞ୍ଚାୟତ ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ଲାଗିଛି ଝଟ୍‌କା। କାରଣ ଏଠାକାର ବହୁଜନ ସମାଜ ପାର୍ଟିର ୬ ଜଣ ବିଧାୟକ କଂଗ୍ରେସରେ ଯୋଗ ଦେଇଛନ୍ତି।...

‘ନଭେମ୍ବର ପରେ ରାମମନ୍ଦିର’

ଅଯୋଧ୍ୟା,୧୬ା୯(ଆଇଏଏନ୍‌ଏସ୍‌): ନଭେମ୍ବର ପରେ ଅଯୋଧ୍ୟାରେ ବିଶାଳ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ...

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ...

ସେନା ହେଲିକପ୍ଟରର ଜରୁରୀ ଅବତରଣ

ଜମ୍ମୁ,୨୪।୧୦: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମଣ୍ଡିରେ ଗୁରୁବାର ସେନାର ଆଡଭାନ୍ସ ଲାଇଟ୍‌ ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଏଥିରେ ଥିବା ଉତ୍ତର ସେନାର ଲେପ୍ଟନାଣ୍ଟ ଜେନରାଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *