Posted inଜାତୀୟ

‘ହର ହର ମହାଦେବ’ ଧ୍ୱନୀରେ ମୋଦିଙ୍କୁ ସ୍ବାଗତ କଲା ବାରଣାସୀ

ବାରଣାସୀ,୨୭।୫: ଲୋକ ସଭା ନିର୍ବାଚନରେ ଅଭୁତ ପୂର୍ବ ସଫଳତା ପରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବାରଣାସୀ ଗସ୍ତ କରିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ଭାଜପା ଅଧ୍ୟକ୍ଷ ଅମିତ ଶାହ, ଉତ୍ତର ପ୍ରଦେଶ ଭାଜପା ମୁଖ୍ୟ ମହେନ୍ଦ୍ର ନାଥ ପାଣ୍ଡେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ରାମ ନାଏକ ପ୍ରମୁଖ ପାଛୋଟି ନେଇଥିଲେ। ବାଟରେ ‘ହର ହର ମହାଦେବ’ ଓ ‘ମୋଦି ମୋଦି’ ଧ୍ୱନୀରେ ପ୍ରକମ୍ପିତ ହୋଇଥିଲା। ପୁଣି ଥରେ ଶାସନ କ୍ଷମତାକୁ ଫେରିଥିବା ମୋଦିଙ୍କୁ ବାରଣାସୀବାସୀ ଖୁବ୍‌ ଧୁମ୍‌ଧାମ୍‌ରେ ସ୍ବାଗତ କରିଥିଲେ।


All Right Reserved By

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ...

ସ୍ବାଧୀନତା ଦିବସରେ ଏଠି ସମସ୍ତେ ପିନ୍ଧନ୍ତି ଖଦି ପୋଷାକ

ଭାରତ ସ୍ବାଧୀନତାର ସ୍ବପ୍ନ ଦେଖିଥିବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଉଦ୍‌ବୋଧନରେ ସେତେବେଳେ ବହୁମାତ୍ରାରେ ଅନୁପ୍ରାଣିତ ହୋଇଥିଲେ ଛାତ୍ର ଗୋଷ୍ଠୀ। ଇଂରେଜମାନଙ୍କୁ ଦେଶରୁ ହଟାଇବାକୁ ଗାନ୍ଧିଜୀ ଯେଉଁ...

ଆତ୍ମହତ୍ୟା କରିଥିବା ମହିଳାଙ୍କ ମୃତଦେହକୁ କାନ୍ଧରେ ୨ କିମି ବୋହିଲେ ପୋଲିସ୍‌

ଭୋପାଳ,୨୬।୬: ଆତ୍ମହତ୍ୟା କରିଥିବା ଜଣେ ମହିଳାଙ୍କ ମୃତଦେହକୁ ପୋଲିସ କର୍ମଚାରୀ ୨ କିମି କାନ୍ଧରେ ବୋହି ନେଇଛନ୍ତି। ରାସ୍ତାରେ କାଦୁଅ ଥିବାରୁ ପୋଲିସ ଏପରି କରି...

ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ର କକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୫ା୭(ପି.ଟି.): ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ପୃଥିବୀ କକ୍ଷପଥରେ ଅବସ୍ଥାପିତ ହୋଇଥିବାବେଳେ ଏହା ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ ବୋଲି ଭାରତୀୟ ମହାକାଶ ଗବେଷଣା...

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ...

କ୍ରିକେଟ୍‌ ଦୁର୍ନୀତି ମାମଲା: ଫାରୁକ୍‌ ଅବଦୁଲ୍ଲାଙ୍କୁ ଇଡି ପକ୍ଷରୁ ଜେରା

ଚଣ୍ଡିଗଡ, ୩୧।୭: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ଜମ୍ମୁ କଶ୍ମୀର କ୍ରିକେଟ ଆସୋସିଏସନ (ଜେକେସିଏ)...

କଂଗ୍ରେସ ଛାଡ଼ିବେନି ସିଦ୍ଧୁ

ଅମୃତସର୍‌,୨୫ା୭(ପି.ଟି.): ପଞ୍ଜାବ ମନ୍ତ୍ରିମଣ୍ଡଳ ଅଦଳବଦଳରେ ଅସନ୍ତୁଷ୍ଟ ହୋଇ ମନ୍ତ୍ରୀପଦ ଛାଡ଼ିଥିବା ସିଦ୍ଧୁ କିଛିଦିନର ନୀରବତା ପରେ ବୁଧବାର ସମର୍ଥକଙ୍କୁ ଭେଟିଛନ୍ତି। ଅମୃତସର୍‌ସ୍ଥିତ ନିଜ ବାସଭବନରେ ସେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଧନୀ ପ୍ରାର୍ଥୀଙ୍କ ପାଖରେ ୪ଶହ ୧୭ କୋଟି ଥିବାବେଳେ ଗରିବ ପ୍ରାର୍ଥୀଙ୍କ ପାଖରେ ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୭।୪: ଏପ୍ରିଲ୍‌ ୧୮ରେ ହେବ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୪ଶହ ୨୩ ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *