Posted inଜାତୀୟ

ମୈତ୍ରୀପୂର୍ଣ୍ଣ ସମାଧାନକୁ ସ୍ବାଗତ: ରବି ଶଙ୍କର

ନୂଆଦିଲ୍ଲୀ,୯।୧୧: ଅଯୋଧ୍ୟା ମାମଲାର ରାୟକୁ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ସ୍ବାଗତ କରିଛନ୍ତି। ଏହାର ମୈତ୍ରୀପୂର୍ଣ୍ଣ ସମାଧାନ ଦେଶବାସୀଙ୍କ ମଧ୍ୟରେ ଏକତାକୁ ସୁଦୃଢ଼ କରିବ ବୋଲି ସେ କହିଛନ୍ତି। ଏହି ରାୟ ଦ୍ୱାରା ଦୀର୍ଘ ଦିନ ଧରି ଜାରି ରହିଥିବା ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ ହୋଇ ପାରିଛି । ଏଣିକି ଦେଶରେ ଶାନ୍ତି ବିରାଜମାନ କରିବ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଯବାବ ଦେଲେ ଭାରତୀୟ ସେନା

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟରୁ ଗୁରୁବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ପରେ ଏହାର କଡ଼ା ଯବାବ ଦେଇଛି ଭାରତୀୟ ସେନା। ବୁଧବାର ରାତିରେ...

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି...

ଭୂତମେଳା

ଉତ୍ତର ପ୍ରଦେଶ ମିର୍ଜାପୁର ଅହୋରାହ ଥାନା ଅଞ୍ଚଳରେ ବରହି ଗାଁରେ ଦେଖିବାକୁ ମିଳେ ଏକ ଅଜବ ମେଳା। ସ୍ଥାନୀୟ ଲୋକେ ଏହାକୁ ଭୂତଙ୍କ ମେଳା ବୋଲି...

କଶ୍ମୀର ଭାରତର କହି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ୍‌ ଦେଲେ ଅଦନାନ୍‌ ସାମି

ମୁମ୍ବାଇ, ୧୬।୮:ବଲିଉଡର ପ୍ରସିଦ୍ଧ ଗାୟକ ଅଦନାନ୍‌ ସାମି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ ଦେଇଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦକୁ ନେଇ ଟୁଇଟରରେ ଭାରତକୁ ସମର୍ଥନ ଦେଇଥିଲେ...

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ...

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ...

ତେଜସ୍‌ ଏକ୍ସ୍‌ପ୍ରେସ୍‌ ଘଣ୍ଟାଏ ବିଳମ୍ବ ହେଲେ ଯାତ୍ରୀଙ୍କୁ ମିଳିବ ଶହେ ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧।୧୦: ଲକ୍ଷ୍ନୌ ଏବଂ ଦିଲ୍ଲୀ ମଧ୍ୟରେ ଯାତ୍ରା ଆରମ୍ଭ କରିବାକୁ ଯାଉଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଆଇଆର୍‌ସିଟିସି ପକ୍ଷରୁ...

ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ବୈଦେଶିକ ସଚିବରୁ ବୈଦେଶିକ ମନ୍ତ୍ରୀ ହୋଇଥିବା ସୁବ୍ରମଣ୍ୟମ ଜୟଶଙ୍କର ସୋମବାର ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଜୟଶଙ୍କର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *