Posted inଜାତୀୟ

ସତ ହେଲା ବାଜପେୟୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଭବିଷ୍ୟବାଣୀ ଏବେ ସତ ହୋଇଥିବା ଆଲୋଚନା ହେଉଛି। ପାଖାପାଖି ଦୁଇ ଦଶକ ପରେ ଏହା ସତ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ୧୯୯୯ରେ ଯେତେବେଳେ ବାଜପେୟୀ ସରକାର ଖଣ୍ଡେ ଭୋଟରେ ହାରି ଯାଇଥିଲେ ସେତେବେଳେ ବିରୋଧୀ କଂଗ୍ରେସ ତାଙ୍କ ଉପରେ ଖୁବ୍‌ ହସିଥିଲେ। ହେଲେ ବାଜପେୟୀ କହିଥିଲେ ଏମିତି ଦିନ ଆସିବ ଯେତେବେଳେ ସାରା ଭାରତ ଆପଣଙ୍କ ଉପରେ ହସୁଥିବ ଆଉ ସବୁଠି ପଦ୍ମ ଫୁଟିଥିବ। ଅର୍ଥାତ୍‌ ଭାଜପା ଦେଶର ଶାସନ ଭାର ହାତେଇଥିବ। ଏବେ ବାଜପେୟୀଙ୍କର ଏହି ଭବିଷ୍ୟବାଣୀ ସତ ହୋଇଥିବା ବେଳେ ବିରୋଧୀ କଂଗ୍ରେସ ପରସ୍ପରର ମୁହଁ ଦେଖିବାକୁ ବି ଲଜ୍ୟା ବୋଧ କରୁଛି। ଏବେ ବାଜପେୟୀଙ୍କ ଏହି ଭବିଷ୍ୟବାଣୀ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

ଗୋଦାବରୀ ଡଙ୍ଗାବୁଡି ଘଟଣା: ଉଦ୍ଧାର ହେଲା ୭ ମୃତଦେହ, ଏବେ ବି ଅନେକ ନିଖୋଜ

ଦେବୀପଟନମ,୧୫।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ଡଙ୍ଗା ବୁଡି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏବେ ବି ଅନେକ ଲୋକ ନିଖୋଜ ଥିବା...

ଉନ୍ନାଓ ଘଟଣାରେ ମର୍ମାହତ ମହିଳା ନିଜ ଝିଅ ଉପରେ ଢାଳିଲେ ପେଟ୍ରୋଲ: ଅବସ୍ଥା ଗୁରୁତର

ନୂଆଦିଲ୍ଲୀ,୭।୧୨: ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ବିରୋଧ କରୁଥିବା ଜଣେ ମହିଳା ସଫ୍‌ଦରଜଙ୍ଗ ହସ୍ପିଟାଲ ସାମ୍ନାରେ ନିଜ ୬ ବର୍ଷର ଝିଅ ଉପରେ ପେଟ୍ରୋଲ...

ଅବେଳରେ କଂଗ୍ରେସକୁ ସୋନିଆ ସାହା

ନୂଆଦିଲ୍ଲୀ,୧୨ା୮: ଚଳିତବର୍ଷ ଶେଷ ଭାଗରେ କେତେକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ସୋନିଆ ଗାନ୍ଧୀ କଂଗ୍ରେସର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଖରାପ...

ଗୌତମ ଗମ୍ଭୀରଙ୍କ ନାମରେ ଠକେଇ ଅଭିଯୋଗ: ଚାର୍ଜଶିଟ୍‌ ଦାଖଲ

ନୂଆଦିଲ୍ଲୀ,୨୯।୯: ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ନାମରେ ଏକ ଠକେଇ ଅଭିଯୋଗ ହୋଇଛି। ଏନେଇ ଚାର୍ଜଶିଟ୍‌ ସାକେତ୍‌ କୋର୍ଟରେ ଦାଖଲ ହୋଇଛି।...

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ,...

କଂଗ୍ରେସ ପ୍ରଚାରକଙ୍କ ସାଇକେଲ ମରାମତି ପାଇଁ ଗାଡ଼ିରୁ ଓହ୍ଲାଇଲେ ପ୍ରିୟଙ୍କା

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ସେ ରାସ୍ତାରେ ଯାଉଥିବାବେଳେ ସ୍ଥାନୀୟ ଗୌରୀଗଞ୍ଜ ଅଞ୍ଚଳରେ...

ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ...

ଶପଥ ଗ୍ରହଣ ପୂର୍ବରୁ ବାଜପେୟୀଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୩୦।୫: ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ସମ୍ଭାଳିବାକୁ ଯାଉଛନ୍ତି ନରେନ୍ଦ୍ର ଦାମୋଦର ଦାସ ମୋଦି। ଗୁରୁବାର ସନ୍ଧ୍ୟାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ...

Leave a comment

Your email address will not be published. Required fields are marked *