ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୭ ହଜାର ୮୭୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୫୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୬, ବାଲେଶ୍ୱରରୁ ୨, ବରଗଡରୁ ୨୧, ଭଦ୍ରକରୁ ୬, ବଲାଙ୍ଗୀରରୁ ୧୪ , ବୌଦ୍ଧରୁ ୧, କଟକରୁ ୮୦, ଦେବଗଡରୁ ୮, ଢେଙ୍କାନାଳରୁ ୪, ଗଜପତିରୁ ୧, ଗଞ୍ଜାମରୁ ୯, ଜଗତ୍‌ସିଂହପୁରରୁ ୧୩, ଯାଜପୁରରୁ ୪୭, ଝାରସୁଗୁଡାରୁ ୩୩, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୯, କେନ୍ଦୁଝରରୁ ୨୫, କୋରାପୁଟରୁ ୩, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୧୩, ନୟାଗଡରୁ ୩, ନୂଆପଡାରୁ ୨, ପୁରୀରୁ ୩୦, ରାୟଗଡରୁ ୮ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୯୯, ସୋନପୁରରୁ ୩, ସୁନ୍ଦରଗଡରୁ ୧୬୬ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୧୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରଲିଫ୍ଟ ହୋଇ କୋଲକାତା ଗଲେ ଭିଜିଲାନ୍ସ ନିର୍ଦ୍ଦେଶକ; କରୋନା ଆକ୍ରାନ୍ତ ପରେ ଅଛନ୍ତି ଗୁରୁତର

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଛନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ତଥା ଆଇପିଏସ୍‌ ଦେବାଶିଷ ପାଣିଗ୍ରାହୀ। ମଙ୍ଗଳବାର ତାଙ୍କୁ ଏୟାରଲିଫ୍ଟ ହୋଇ ଚିକିତ୍ସା ପାଇଁ କୋଲକାତା...

ସିଏଜି ଧରିଲେ ଅନିୟମିତତା

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଓଡ଼ିଶା ରାଜ୍ୟ ମେଡିକାଲ ନିଗମ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌)ରେ ଚଞ୍ଚକତା ହୋଇଛି। ଔଷଧ, ଚିକିତ୍ସା ସାମଗ୍ରୀ ଓ ବିଭିନ୍ନ ଯନ୍ତ୍ରପାତି କ୍ରୟରେ ଜାଲିଆତି...

ଓଡ଼ିଶା ଫେରିବ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୮(ବ୍ୟୁରୋ) :କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶା ଫେରିବ ବୋଲି ଜଣାପଡିଛି। ହାଇକୋର୍ଟ ଏନେଇ ସ୍ଥଗିତାଦେଶ ଦେବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର...

ରବିବାର ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୬।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଶନିବାର...

ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: ସୁରକ୍ଷା ଦେଇପାରୁନି ବନ ବିଭାଗ

ଅସମାପିକା ସାହୁ ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବିଶ୍ୱବ୍ୟାପୀ ଲୋକଙ୍କ ମଧ୍ୟରେ ବାଘ ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜୁଲାଇ ୨୯ତାରିଖରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ...

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି...

ଯଥାର୍ଥ ନୁହେଁ, ଭୁଲ୍‌

ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ...

ଘୂର୍ଣ୍ଣିବଳୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୭(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତରପ୍ରଦେଶ ଉତ୍ତର ଏବଂ...

Advertisement
Archives

Model This Week