Posted inଖେଳ

ବିଶ୍ୱ ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌: ୪୦୦ମି. ଫାଇନାଲରେ ଜୟନ୍ତୀ

ଭୁବନେଶ୍ୱର,୧୦।୧୧(ସ୍ପୋଟର୍‌ସ ବ୍ୟୁରୋ)- ଦୁବାଇରେ ଚାଲିଥିବା ବିଶ୍ୱ ପାରାଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଜୟନ୍ତୀ ବେହେରା ଟି-୪୭ ବର୍ଗରେ ଭାରତ ପାଇଁ ପ୍ରତିନିଧିତ୍ୱ କରୁଛନ୍ତି। ଶନିବାର ସେ ୪୦୦ମିଟର ଦୌଡ଼ରେ ହିଟ୍‌ରେ ୧:୦୧: ୦୬ ସେକେଣ୍ଡ ସମୟ ନେଇ ଚତୁର୍ଥ ସ୍ଥାନରେ ରହିବା ସହ ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଭାରତୀୟ ସମୟ ରାତି ୯.୩୦ରେ ୪୦୦ମିଟର ଦୌଡ଼ରେ ଫାଇନାଲ ଆୟୋଜନ ହେବ। ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ଗତ ୭ ତାରିଖରୁ ଆରମ୍ଭ ହୋଇଛି ଓ ଏହା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ।


All Right Reserved By Dharitri.Com

Posted inଖେଳ View All

ଏଏଆଇ ଉପରୁ ସସ୍‌ପେଣ୍ଡ ଆଦେଶ ଉଠି ପାରିବ

ନୂଆଦିଲ୍ଲୀ,୧୦ା୮ (ପି.ଟି.):  ଭାରତୀୟ ତୀରନ୍ଦାଜୀ ଆସୋସିଏଶନ (ଏଏଆଇ) ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ହୋଇପାରିବ। ଏଥିପାଇଁ ବିଶ୍ୱ ତୀରନ୍ଦାଜୀ ମହାସଂଘ (ଡବ୍ଲ୍ୟୁଏଏଫ୍‌) ତରଫରୁ ଏକ ସର୍ତ୍ତାରୋପ...

ଅଞ୍ଜଳି, ଅର୍ଜୁନଙ୍କ ସହ ସଚିନ ଭୋଟ୍‌ ଦେଲେ

ମୁମ୍ବାଇ,୨୨।୧୦- କ୍ରିକେଟ ଲିଜେଣ୍ଡ ସଚିନ୍‌ ତେନ୍ଦୁଲକର ବାନ୍ଦ୍ରାରେ ଭୋଟ୍‌ ଦେଇଛନ୍ତି। ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ନିର୍ବାଚନ ହୋଇଥିବା ବେଳେ ସେ ସ୍ତ୍ରୀ ଅଞ୍ଜଳି ଓ...

ଆଇସିସି ବିଶ୍ୱକପ୍‌: ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ

ଲଣ୍ଡନ, ୨୯।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ଦୁଇ ପଡୋଶୀ ଦେଶ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଐତିହାସିକ...

ଜିଭାଙ୍କ ଭଳି ଚଷମା ପିନ୍ଧିଲେ ରଣବୀର ସିଂ: ଧୋନୀ କହିଲେ ଏମିତି

ନୂଆଦିଲ୍ଲୀ:ଭାରତୀୟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭାଙ୍କ ଭିଡିଓ ହେଉ କିମ୍ବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ଜିଭାଙ୍କ କ୍ୟୁଟ୍‌ ଅନ୍ଦାଜ୍‌...

ସୁଲତାନ ଅଫ୍‌ ଜୋହର କପ୍‌: ଶିଳାନନ୍ଦଙ୍କ ଡବଲ୍‌ ଗୋଲ; ଫାଇନାଲରେ ଭାରତ

ଜୋହୋର ବାହରୁ(ମାଲେସିଆ),୧୭।୧୦(ପି.ଟି.)- ଏଠାରେ ଚାଲିଥିବା ନବମ ସୁଲତାନ ଜୋହର କପ୍‌ ହକି ଟୁର୍ନାମେଣ୍ଟରେ ଭାରତୀୟ ଜୁନିୟର ଦଳ ଫାଇନାଲରେ ପ୍ରବେଶ କରିଛି। ଅନ୍ତିମ ରାଉଣ୍ଡ ରବିନ୍‌...

ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ

ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ...

ପିଲାଦିନେ ପିତାଙ୍କୁ ହରାଇଥିଲେ, ପ୍ରତିଦିନ ଗୋଟିଏ ଡ୍ରେସ୍‌ ସଫା କରି ପିନ୍ଧୁଥିଲେ, ଆଜି ଟିମ୍‌ ଇଣ୍ଡିଆର ସଫଳ ବୋଲର୍‌

ସଫଳତା ସ୍ବାଦ ଚାଖିବା ପାଇଁ ପ୍ରଥମେ ଅସଫଳ ହେଲେ ଭାଙ୍ଗି ପଡିବା ବୁଦ୍ଧିମାନର କାର୍ଯ୍ୟ ନୁହେଁ। ହାରିଯାଇ ପୁଣି ଜିତିବାର ଅଭିପ୍ସା ନେଇ ଆଗେଇ ଯିବାକୁ...

ଟପ୍ସରେ ସାମିଲ ହେଲେ ୪ ତୀରନ୍ଦାଜ

ନୂଆଦିଲ୍ଲୀ,୨୬।୬(ପିଟି)- ତୀରନ୍ଦାଜ ତରୁନଦୀପ ରାଇ, ଅତନୁ ଦାସ, ପ୍ରବିନ ଯାଦବ ଓ ଅତୁଲ ବର୍ମାଙ୍କୁ ବୁଧବାର ଟାଗେର୍ଟ ଅଲିମ୍ପିକ୍‌ ପୋଡିୟମ୍‌ ଯୋଜନା (ଟପ୍ସ)ରେ ସାମିଲ କରାଯାଇଛି।...

Leave a comment

Your email address will not be published. Required fields are marked *