ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି ନାଁ ବୋଲି ଲେଖିଥିଲେ ଛାଡିଦେଇଥିଲେ। ତାଙ୍କ ପ୍ରେମିକା ପ୍ରଥମେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପରେ ସେ ବିବାହ ପାଇଁ ହଁ ମାରିବା ପରେ ଉକ୍ତ ଯୁବକ ଜଣଙ୍କ ଶେଷରେ ନିଜ ଟାଟୁ ପୂରା କରିଥିଲେ। ଗଡ୍ସ ଅଫ୍‌ ଇଙ୍କ୍‌ ଟାଟୁ ଷ୍ଟୁଡିଓର କର୍ମଚାରୀମାନେ ଯୁବକଙ୍କ ଏଭଳି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏଭଳି ପ୍ରପୋଜ ଆଗରୁ ଦେଖି ନ ଥିବା ସେମାନେ ମତ ଦେଇଛନ୍ତି। ନିଜ ପ୍ରେମିକାଙ୍କୁ ଖୁସି କରିବା ପାଇଁ ଏଭଳି ଟାଟୁ କରିଥିବା ଯୁବକ ଜଣଙ୍କ କହିଛନ୍ତି।


All Right Reserved By Dharitri.Com

ପକ୍ଷୀବସା ଭଳି ରେସ୍ତୋରାଁ

ପର୍ଯ୍ୟଟକଙ୍କ ଭ୍ରମଣ କାହାଣୀକୁ ଆଉ ଟିକିଏ ରୋମାଞ୍ଚକର କରିବା ଲାଗି ପୃଥିବୀର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀରେ ବିଭିନ୍ନ ଆକର୍ଷଣୀୟ ସ୍ଥାନ ନିର୍ମାଣ କରାଯାଇଛି । ସେଭଳି...

ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…

ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର...

ଜେସିବି ମେଶିନର ନାଗିନ୍‌ ଡ୍ୟାନ୍ସ, ଦେଖନ୍ତୁ ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେହିପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯେଉଁଥିରେ ଏକ...

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଲାହୋର,୨ା୭ (ପି.ଟି.): ଏକ ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀଙ୍କୁ ଦୁର୍ନୀତି ବିରୋଧୀ ଶାଖା ପକ୍ଷରୁ ସୋମବାର ଗିରଫ କରାଯାଇଛି। ଜର୍ଦ୍ଦାରୀ...

ଆୟୁର୍ବେଦର ସୁବର୍ଣ୍ଣ ଯୁଗ ଆସୁଛି

ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟର ଶିଶୁରୋଗ ବିଶେଷଜ୍ଞ ତଥା ଅଧ୍ୟାପକ ଡା. ବିମଳ କୁମାର ପଣ୍ଡାଙ୍କ ଇଚ୍ଛାଶକ୍ତି ତାଙ୍କ...

କର୍ମସ୍ଥଳକୁ ନକଲି ଦାଢି ଲଗାଇ ଗଲେ ମହିଳା ବୈଜ୍ଞାନିକ:ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୦।୮:ଆମେରିକାରେ ମହିଳା ବୈଜ୍ଞାନିକମାନେ ଏକ ଅଜବ ଢଙ୍ଗରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସବୁ ପ୍ରତିଭା ଥାଇ ସୁଦ୍ଧା ସେମାନଙ୍କୁ କର୍ମସ୍ଥଳରେ ଭେଦଭାବର ଶିକାର ହେବାକୁ ପଡୁଛି।...

ଅଜବ ମ୍ୟୁଜିୟମ୍‌ : ସଂରକ୍ଷିତ ରହିଛି ୪ ହଜାର ବାସନ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ।...

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ...

Leave a comment

Your email address will not be published. Required fields are marked *