ଆଜି ରାଜ୍ୟରେ ୧୨୧୯ ପଜିଟିଭ୍‌ ଚିହ୍ନଟ, ୧୦୦ ଉପରେ ୩ ଜିଲା

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୨୧୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ସୁନ୍ଦରଗଡ଼ ଏବଂ ବାଲେଶ୍ୱରରୁ ୧୦୭ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୭୮, ବରଗଡ଼ ୩୯, ଭଦ୍ରକ ୨୨, ବଲାଙ୍ଗୀର ୪୬, ବୌଦ୍ଧ ୫, ଦେବଗଡ଼ ୯, ଢେଙ୍କାନାଳ ୩୦, ଗଜପତି ୯, ଗଞ୍ଜାମ ୧୫, ଜଗତସିଂହପୁର ୫୩, ଯାଜପୁର ୩୨, ଝାରସୁଗୁଡ଼ା ୩୬, କଳାହାଣ୍ଡି ୩୮, କନ୍ଧମାଳ ୧୦, କେନ୍ଦ୍ରାପଡ଼ା ୫୦, କେନ୍ଦୁଝର ୪୦, ଖୋର୍ଦ୍ଧା ୯୨, କୋରାପୁଟ ୨୮, ମାଲକାନଗିରି ୫, ମୟୂରଭଞ୍ଜ ୮୩, ନବରଙ୍ଗପୁର ୧୩, ନୟାଗଡ଼ ୨୩, ନୂଆପଡ଼ା ୩୧, ପୁରୀ ୩୪, ରାୟଗଡ଼ା ୭, ସମ୍ବଲପୁର ୩୨ ଏବଂ ସୋନପୁରରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ବେଳେ  ୨,୮୮,୧୬୮ଜଣ ସୁସ୍ଥ ହୋଇଛନ୍ତି। ୧୩,୧୩୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri