Posted inରାଜ୍ୟ

ସୁସ୍ଥ ହେଲେ ୧୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୫ା୨- ଓଡ଼ିଶାରେ ଶୁକ୍ରବାର ୧୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୩୩ରେ ପହଞ୍ଚିଛି। କଟକ ଜିଲରୁ ସର୍ବାଧିକ ୨୫, ଖୋର୍ଦ୍ଧାରୁ ୧୭, ସୁନ୍ଦରଗଡ଼ରୁ ୧୫, ସମ୍ବଲପରରୁ ୯, ବରଗଡ଼ ଓ ପୁରୀ ୭, ବାଲେଶ୍ୱର ୬, ଜଗତ୍‌ସିଂହପୁର ଓ ନୂଆପଡ଼ା ୫, ଅନୁଗୁଳ ଓ ଯାଜପୁରରୁ ୪, ଗଞ୍ଜାମ, ଝାରୁସୁଗୁଡ଼ା ଓ ରୟାଗଡ଼ାରୁ ୩, ମୟୁରଭଞ୍ଜ ଓ ନୟାଗଡ଼ରୁ ୨, ବଲାଙ୍ଗୀର, ଢେଙ୍କାନାଳ ଓ ସୋନପୁର ଜଣେ ଲେଖାଏ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍‌ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ

ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri