ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୧୭ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୫୮, ବାଲେଶ୍ୱର ୨୧, ବରଗଡ଼ ୬୦, ଭଦ୍ରକ ୨୮, ବଲାଙ୍ଗୀର ୩୩, ବୌଦ୍ଧ ୫, କଟକ ୯୬, ଦେଓଗଡ଼ ୩, ଢେଙ୍କାନାଳ ୨୬, ଗଜପତି ୫, ଜଞ୍ଜାମ ୨୭, ଜଗତସିଂହପୁର ୫୯, ଯାଜପୁର ୨୬, ଝାରସୁଗୁଡ଼ା ୩୨, କଳାହାଣ୍ଡି ୫୯, କନ୍ଧମାଳ ୮, କେନ୍ଦ୍ରାପଡ଼ା ୪୮, କେନ୍ଦୁଝର ୪୮, ଖୋର୍ଦ୍ଧା ୧୩୪, କୋରାପୁଟ ୨୧, ମାଲକାନଗିରି ୧୯, ମୟୂରଭଞ୍ଜ ୪୬, ନବରଙ୍ଗପୁର ୧୪, ନୟାଗଡ଼ ୨୦, ନୂଆପଡ଼ା ୬୬, ପୁରୀ ୬୦, ରାୟଗଡ଼ା ୫, ସମ୍ବଲପୁର ୪୦, ସୋନପୁର ୧୩, ସୁନ୍ଦରଗଡ଼ ୧୧୯, ଷ୍ଟେଟ ପୋଲିରୁ ୨୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩୦,୫୦୦୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୧୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୩୪୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ନବରାତ୍ର ଉତ୍ସବ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ଦଶହରା ଧୁମ୍‌। ନବରାତ୍ର ଉତ୍ସବ ଏବେ ସାଜିଛି ପୂଜାର ଅନ୍ୟତମ ଆକର୍ଷଣ। ଗତ ରବିବାରଠାରୁ ନବରାତ୍ର ଉତ୍ସବ ଆରମ୍ଭ...

୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ...

ବୋଲଗଡ଼ ଓ କୃଷ୍ଣପ୍ରସାଦରେ ବାହୁଡ଼ା ଯାତ୍ରା

ବୋଲଗଡ଼,୧୩ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକରେ ଶୁକ୍ରବାର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ନନ୍ଦିଘୋଷ ଭବନସ୍ଥିତ ମାଉସୀ ମା’ ମନ୍ଦିରରୁ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ରଥକୁ...

ମନ୍ଦିର ଖୋଲା ନ ଯିବା ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): କରୋନା ମହାମାରୀ ଏବଂ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେନ୍ଦ୍ର...

ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ହେଲେ ନିରଞ୍ଜନ ସେଠୀ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ନିରଞ୍ଜନ ସେଠୀଙ୍କୁ ପଦୋନ୍ନତି ମିଳିଛି।...

ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ

ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ...

ପୋଖରୀରେ ବୁଡ଼ି ହାତୀ ଛୁଆ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ: ବଲଣ୍ଡା ଫରେଷ୍ଟ ଗାର୍ଡ ନିଲମ୍ବିତ, କୁଆଁରମୁଣ୍ଡା ରେଞ୍ଜର-ଫରେଷ୍ଟରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ସୁନ୍ଦରଗଡ଼/କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳ ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଛୁଆ ହାତୀ ମୃତ୍ୟୁ ଘଟଣାରେ...

ଖୁବ୍‌ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍‌.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ...

Play 250+ Trending Games
Archives

Model This Week

Why Dharitri