ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୧୭ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୫୮, ବାଲେଶ୍ୱର ୨୧, ବରଗଡ଼ ୬୦, ଭଦ୍ରକ ୨୮, ବଲାଙ୍ଗୀର ୩୩, ବୌଦ୍ଧ ୫, କଟକ ୯୬, ଦେଓଗଡ଼ ୩, ଢେଙ୍କାନାଳ ୨୬, ଗଜପତି ୫, ଜଞ୍ଜାମ ୨୭, ଜଗତସିଂହପୁର ୫୯, ଯାଜପୁର ୨୬, ଝାରସୁଗୁଡ଼ା ୩୨, କଳାହାଣ୍ଡି ୫୯, କନ୍ଧମାଳ ୮, କେନ୍ଦ୍ରାପଡ଼ା ୪୮, କେନ୍ଦୁଝର ୪୮, ଖୋର୍ଦ୍ଧା ୧୩୪, କୋରାପୁଟ ୨୧, ମାଲକାନଗିରି ୧୯, ମୟୂରଭଞ୍ଜ ୪୬, ନବରଙ୍ଗପୁର ୧୪, ନୟାଗଡ଼ ୨୦, ନୂଆପଡ଼ା ୬୬, ପୁରୀ ୬୦, ରାୟଗଡ଼ା ୫, ସମ୍ବଲପୁର ୪୦, ସୋନପୁର ୧୩, ସୁନ୍ଦରଗଡ଼ ୧୧୯, ଷ୍ଟେଟ ପୋଲିରୁ ୨୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୩୦,୫୦୦୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୧୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୩୪୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ୍‌ କେନ୍ଦ୍ର ସମ୍ପର୍କରେ ସୂଚନା ଦେବ ଗୁଗଲ୍‌ ମ୍ୟାପ୍‌

ନୂଆଦିଲ୍ଲୀ, ୮।୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ୍‌ ଯୋଗୁ ଘରକୁ ଫେରି ନ ପାରି ରାଜ୍ୟର ବିଭିନ୍ନ...

ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।...

ବାଲେଶ୍ୱରରେ ‘ଅମ୍ଫନ୍‌’ର ତାଣ୍ଡବ: ଅପରାହ୍ନରୁ ୧୧୦ କିମି ବେଗରେ ବହୁଛି ପବନ, ଭାଙ୍ଗିଲା କଚ୍ଚାଘର; ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ମହିଳା ମୃତ

ବାଲେଶ୍ୱର ଅଫିସ,୨୦।୫: ବାଲେଶ୍ୱର ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍‌’। ଫଳରେ ଜିଲାରେ ବୁଧବାର ଅପରାହ୍ନରୁ ପବନର ବେଗ ବଢ଼ିବାରେ ଲାଗିଛି। ଖବର ଲେଖାଯିବା ବେଳେ...

ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା

ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର...

ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ...

‘କରୋନା ସହ ଆସିଛି ସୂଚନା ମହାମାରୀ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଆମେ ସମସ୍ତେ ଏକ ବୈଶ୍ୱିକ ସଙ୍କଟ ମଧ୍ୟଦେଇ ଗତି କରୁଛୁ। ବର୍ତ୍ତମାନ କରୋନା ମହାମାରୀ ସହ ତାଳଦେଇ ସୂଚନା ମହାମାରୀ (ଇନ୍‌ଫୋଡେମିକ) ମଧ୍ୟ ଦେଖାଦେଇଛି।...

କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଲି ଫଜଲ କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ କହିବାକୁ କହିଛନ୍ତି। ତେବେ ବରିଷ୍ଠ ନାଗରିକଙ୍କୁ ସେ ଏହା କହିବାକୁ କହିଛନ୍ତି। ତାଙ୍କ...

Advertisement
Archives

Model This Week