ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ ସୁରକ୍ଷିତ ଅବସ୍ଥାରେ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ଦିଗପହଣ୍ଡି ଜଙ୍ଗଲ ବିଭାଗ ରେଞ୍ଜର ପି.କେ ଖଡ଼ଗରାୟ ସୂଚନା ଦେଇଛନ୍ତି। ସମ୍ପୃକ୍ତ କୃଷ୍ଣସାର ଅଧା ପ୍ରସବ ହୋଇଥିବା ଅବସ୍ଥାରେ ଦିଗପହଣ୍ଡି ଜଙ୍ଗଲ ବିଭାଗ ଅଧୀନ ବଳଧିଆ ଗ୍ରାମ ନିକଟକୁ ଆସିଯାଇଥିଲା। ଗାଁ ଲୋକମାନେ ଏଭଳି ଦୃଶ୍ୟ ଦେଖି କୃଷ୍ଣସାର ମୃଗର ଯନତ୍ ନେଇଥିଲେ। ଶେଷରେ କୃଷ୍ଣସାର ଏକ ମୃତ ଶାବକ ଜନ୍ମଦେବା ପରେ ଅସୁସ୍ଥ ହୋଇଯାଇଥିଲା। ବଳଧିଆ ଗ୍ରାମବାସୀଠାରୁ ଖବର ପାଇ ଦିଗପହଣ୍ଡି ରେଞ୍ଜରଙ୍କ ନିର୍ଦ୍ଦେଶରେ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଅସୁସ୍ଥ କୃଷ୍ଣସାର ମୃଗକୁ ଉଦ୍ଧାର କରି ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାର ପ୍ରାଥମିକ ଚିକିତ୍ସା କରାଯାଇଥିଲା। କୃଷ୍ଣସାର ସ୍ବାସ୍ଥ୍ୟାବସ୍ଥା ସ୍ବାଭାବିକ ଥିବା ସୂଚନା ମିଳିଛି।


All Right Reserved By Dharitri.Com

ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ହତ୍ୟା

ଖଲ୍ଲିକୋଟ,୩୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କୁଶଢ଼ିପ ଛକ ନିକଟରେ ରବିବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଛକରେ ଚାଲିଥିବା ବେଆଇନ ମଦ...

କଲମପୁର ବ୍ଲକରେ ଆବାସ ଯୋଜନା ବାଟବନା: ଦଦ୍‌ରା ଘରେ ଜୀବନ୍‌ ବିତଉଛନ୍‌ ଉଷା

କଲମପୁର,୧୦।୬, (ଡି.ଏନ୍‌.ଏ):  ଝନେ ମୁନୁଷ୍‌ ବଁଚ୍‌ବାର ଲାଗି ହେଲେ ଖାଏଦ୍‌, ଘର ଆର କପଡ଼ା ନିହାତି ଦରକାର। ଇଥିରଲାଗି କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ...

ବିବାହ ପାଇଁ ଜିଦ୍‌, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ

ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ...

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ...

ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର...

ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ

ନିମାପଡ଼ା,୧୨ା୧୧(ଡି.ଏନ୍‌.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି...

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା...

ଜୟପୁରରେ କୁକୁଡ଼ା ମଡକ: ଚିନ୍ତାରେ ଚାଷୀ

ଜୟପୁର, ୨।୩(ନି.ପ୍ର.): କୋରାପୁଟ ଜିଲା ଜୟପୁରରେ ଗତ କିଛି ଦିନ ହେବ କୁକୁଡ଼ା ମଡକ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଜୟପୁର ଓ ଏହାର ଆଖପାଖ...

Leave a comment

Your email address will not be published. Required fields are marked *