ବୁଦ୍ଧିମତ୍ତା ବଢ଼ାଏ ଡିଜିଟାଲ ଡିଭାଇସ୍‌

ଆଜିକାଲ ଡିଜିଟାଲ ଯୁଗ। ହାତ ପାଆନ୍ତାରେ ଅନେକ ଜିନିଷ ମିଳିଯାଉଛି। ଇଲେକ୍‌ଟ୍ରୋନିକ ଗ୍ୟାଜେଟ୍‌ ଦ୍ୱାରା ମାନବ ସମାଜ କେତେ ଉପକୃତ ହେଉଛି ତାହା କହିବା ବାହୁଲ୍ୟ। କେବଳ ଯୁବପିଢ଼ି ନୁହନ୍ତି ଏହି ନିଶା ଛୋଟ ପିଲାଙ୍କୁ ମଧ୍ୟ ଘାରିଛି। ଛାତ୍ରୀଛାତ୍ର ପାଠ ସମ୍ପର୍କିତ ଅନେକ ତଥ୍ୟ ଏଥିରୁ ପାଇପାରୁଛନ୍ତି। ତା’ସହ ଡିଜିଟାଲ ଡିଭାଇସ୍‌ରେ ଗେମ୍‌ ଖେଳିବା ଅନେକ ପିଲାଙ୍କର ଏକ ଅଭ୍ୟାସ ପାଲଟିଯାଇଛି କହିଲେ ଭୁଲ୍‌ ହେବନାହିଁ। କିନ୍ତୁ ଏହାଦ୍ୱାରା ସେମାନଙ୍କର ବୁଦ୍ଧିମତ୍ତାରେ ବିକାଶ ଘଟିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡିିଛି। ଡିଜିଟାଲ ଡିଭାଇସ୍‌ ଏବଂ ପିଲାଙ୍କ ବୁଦ୍ଧିମତ୍ତା’ ଶୀର୍ଷକ ବିଷୟକୁ ନେଇ ଲଣ୍ଡନ ୟୁନିଭର୍ସିଟି ପକ୍ଷରୁ ଏକ ସର୍ଭେ କରାଯାଇଥିଲା। ଏଥିରେ ଅଧିକାଂଶ ସମୟ ଡିଜିଟାଲ ଡିଭାଇସ୍‌ ସହ ଜଡ଼ିତ ରହୁଥିବା ପିଲାଙ୍କର ବୁଦ୍ଧିମତ୍ତାରେ କି ପ୍ରକାର ବିକାଶ ଘଟୁଛି ତାହାକୁ ତନ୍ନ ତନ୍ନ କରି ଲକ୍ଷ୍ୟ କରାଯାଇଥିଲା। ଏହାଦ୍ୱାରା ସେମାନଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ରହୁଥିବାର ଜଣାପଡ଼ିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଆବଶ୍ୟକତାଠାରୁ ଅଧିକ ସମୟ ସେମାନେ ଡିଜିଟାଲ ଡିଭାଇସ ସହ ଜଡ଼ିତ ହେବା ଠିକ୍‌ ନୁହେଁ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


All Right Reserved By Dharitri.Com

ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି।...

ଲାଲ ଲଙ୍କାରୁ ତିଆରି ଔଷଧ ମେଦ ହ୍ରାସ କରିବ

ମୋଟାପଣ ଏକ ଶାରୀରିକ ସମସ୍ୟା, ଯାହାକୁ ନିୟନ୍ତ୍ରଣରେ ରଖି ନ ପାରିଲେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ମୋଟାପଣ ନିଜ ସହ ମଧୁମେହ, ଆଣ୍ଠୁ...

ଅମୃତଭଣ୍ଡାର ବି ରହିଛି ଏମିତି ଗୁଣ

ଅମୃତଭଣ୍ଡା ଶରୀର ପାଇଁ ଭଲ ବୋଲି ଡାକ୍ତର କହିଥାଆନ୍ତି। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଏହା ଶରୀରରେ ଅସୁବିଧା ସୃଷ୍ଟି କରିଥାଏ। ଅମୃତଭଣ୍ଡାରେ ପ୍ରଚୁର...

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା...

ବାତରକ୍ତ ସମସ୍ୟା ଦୂର କରିବ ଅମୃତଭଣ୍ଡା ଚା’

ଶରୀରରେ ୟୁରିକ୍‌ ଏସିଡ୍‌ର ମାତ୍ରା ଅଧିକ ହେଲେ ବାତରକ୍ତ ସମସ୍ୟା ଉପୁଜିଥାଏ। ଏହି ରୋଗ ଯୋଗୁ ଜଏଣ୍ଟ୍‌ ପେନ୍‌ ଯନ୍ତ୍ରଣା ପୀଡ଼ିତକୁ ଦରମରା କରିପକାଏ। ଯନ୍ତ୍ରଣା...

ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ...

ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଛତୁ…

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା କେବଳ ସ୍ବାଦିଷ୍ଠ ନୁହେଁ, ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକ ତତ୍ତ୍ୱରେ ଭରପୂର ଥିବା ଛତୁକୁ ଆୟୁର୍ବେଦ...

ଦୂରାନ୍ତୁ ଝାଳ ଗନ୍ଧ…

ଗୃହିଣୀ ହୁଅନ୍ତୁ ଅବା କର୍ମଜୀବୀ, ବିଭିନ୍ନ କାର୍ଯ୍ୟର ଚାପ ଏବଂ ଅବିରତ ପରିଶ୍ରମ ଯୋଗୁ ଅଧିକାଂଶ ମହିଳାଙ୍କଠାରେ ଝାଳ ବୋହିବା ଏକ ସାଧାରଣ କଥା। ହେଲେ...

Leave a comment

Your email address will not be published. Required fields are marked *