ଭୁବନେଶ୍ୱର ଚାଲାଣ ବେଳେ ମଦ ଜବତ: ଡ୍ରାଇଭର, ବେପାରୀ ଅଟକ

ବନ୍ତଳା,୧୧।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଶଙ୍ଖପୁର-ବନ୍ଦଣପଶି ରାସ୍ତାରେ ସୋମବାର ପୋଲିସ ଚଢ଼ାଉ କରି ୩୦୦ ଲିଟର ମଦ ଜବତ କରିଛି। ବେଆଇନ ମଦ ଚାଲାଣ କାରବାରରେ ସମ୍ପୃକ୍ତ ଏକ ସ୍କର୍ପିଓ ଗାଡ଼ି (ଓଆର୍‌ ୦୨ ଏଏ୦୫୮୬)କୁ ଜବତ କରାଯାଇଛି। ଗାଡି ଡ୍ରାଇଭର ଓ ମଦ ବେପାରୀଙ୍କୁ ପୋଲିସ ଥାନାରେ ଅଟକ ରଖିଛି। ୧୦ଟି ବ୍ୟାରେଲରେ ମଦ ଚାଲାଣ ହେଉଥିବା ଖବରପାଇ ପୋଲିସ ଉକ୍ତ ରାସ୍ତାରେ ଚଢ଼ାଉ କରିଥିଲା। ଏହି ମଦ ଭୁବନେଶ୍ୱରକୁ ଚାଲାଣ ହେଉଥିବା ଜଣାପଡ଼ିଛି।


All Right Reserved By Dharitri.Com

ଜୋନାଲ୍‌ସ୍ତରୀୟ ଲିଗାଲ ଲିଟ୍ରେସି ଫେଷ୍ଟିଭାଲ: ‘ଆମ ଅଧିକାର ଆମେ ପାଇବୁ’ ଶ୍ରେଷ୍ଠ ବିବେଚିତ

ଅନୁଗୋଳ ଅଫିସ, ୯।୯ : ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜୋନ୍‌ସ୍ତରୀୟ କ୍ଷୁଦ୍ର ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଯାଜପୁର ଜିଲା ଭାଜପା ଜୋର ଧରିଲା ଦଳ ବିରୋଧୀଙ୍କ ବହିଷ୍କାର ଦାବି: ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ବିଷୋଦଗାର

କୋରେଇ,୧୮।୮(ସ୍ବ.ପ୍ର.)- ଯାଜପୁର ଜିଲା ଭାଜପାରେ ଆଭ୍ୟନ୍ତରୀଣ କନ୍ଦଳ ଉଗ୍ରରୂପ ନେବାରେ ଲାଗିଛି । ଗତ ସାଧାରଣ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟରେ ଜଡ଼ିତ କେତେକ କାର୍ଯ୍ୟକର୍ତ୍ତାଙ୍କୁ...

ମାର୍ଥାପୁରରେ ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ଏସଡିପିଓ, ତହସିଲଦାରଙ୍କ ଯୁଗ୍ମ ତଦନ୍ତ ,୬ ଲକ୍ଷ ଟଙ୍କା କ୍ଷତିପୁରଣ ସୁପାରିଶ

ଯାଜପୁର ଅଫିସ,୨୦।୮- ଯାଜପୁରରୋଡ ଥାନା ମାର୍ଥାପୁର ଗ୍ରାମରେ ଏକ ଦଳିତ ପରିବାରଙ୍କୁ ମରଣାନ୍ତକ ଆକ୍ରମଣ ଓ ଘରପୋଡି ଅଭିଯୋଗ ଘଟଣା ଏବେ ଭିନ୍ନ ମୋଡ ନେଇଛି।...

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପାପଡ଼ାହାଣ୍ଡି/ମଇଦଲପୁର,୯।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଆମପାଣି ଘାଟିରୁ ସୋମବାର ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଝାଡ଼କୁଶମି ଗ୍ରାମର...

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି।...

ମା’ଙ୍କ ଚକ୍ଷୁଦାନ କଲେ ସନ୍ତାନ

ବ୍ରହ୍ମପୁର ଅଫିସ,୧୮।୯: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ବଡ଼ବଜାର ଚନ୍ଦ୍ରମା ସାହି ନିବାସୀ ଭି.ଦମୟନ୍ତୀଙ୍କ ୯୨ବର୍ଷ ବୟସରେ ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ପରେ ତାଙ୍କ...

ସମ୍ପର୍କୀୟ ଜୋଇଁ ନେଲା ଶ୍ୱଶୁର ଜୀବନ, ଜୋଇଁଙ୍କ ଥାନାରେ ଆତ୍ମସମର୍ପଣ

ହାତୀଓଟ/ପୋଲସରା,୧୦ା୧୦-ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଣରାମଚନ୍ଦ୍ରପୁର (ଦଶମଇଲି) ନିକଟରେ ବୁଧବାର ମଧ୍ୟାହ୍ନରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛିି। ଗୋଚର ଜମିକୁ କେନ୍ଦ୍ର କରି...

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି...

Leave a comment

Your email address will not be published. Required fields are marked *