କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିରିୟା-ତୁର୍କୀ ସୀମାର ତାଲ୍‌ ଆବିଦ୍‌ରେ ବିସ୍ଫୋରଣ ହେବାର ଏକ ସପ୍ତାହ ପରେ ଏହି ବିସ୍ଫୋରଣ ଘଟିଛି।


All Right Reserved By Dharitri.Com

୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ

ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍‌ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ...

ସୌଦିରେ କୋରଡ଼ା ମାଡ଼ ବନ୍ଦ: ସୁପ୍ରିମ୍‌ କୋର୍ଟ ରାୟ

ରିୟାଦ୍‌,୨୫।୪: ସୌଦିରେ ଏଣିକି ଅପରାଧୀଙ୍କୁ ଆଉ କୋରାଡ଼ା ମାଡ଼ ଦିଆଯିବା ଦଣ୍ଡାଦେଶ କରାଯିବ ନାହିଁ। ଏନେଇ ସୌଦିର ସୁପ୍ରିମ୍‌ କୋର୍ଟ ଏକ ରାୟ ଦେଇଛନ୍ତି। ଏହା...

ଘରୁ ବାହାରୁଥିବା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ତିଆରି ହେବ ଜେଟ୍‌ ଇନ୍ଧନ

ଓ୍ବାଶିଂଟନ,୫।୬: ବୈଜ୍ଞାନିକମାନେ ପ୍ରତିଦିନ ଘରୁ ବାହାରୁ ଥିବା ପ୍ଲାଷ୍ଟିକ ପାଣି ବୋତଲ, ବ୍ୟାଗ ଭଳି ବର୍ଜ୍ୟବସ୍ତୁକୁ ନେଇ କିପରି କାମରେ ଲଗାଯାଇ ପାରିବ ତା’ ଉପରେ...

କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !

ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ...

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମାଫୋସା

ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍‌ସି) ମୁଖ୍ୟ ସିରିଲ୍‌ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ...

ଚାଇନା କୋଇଲା ଖଣିରେ ଅଘଟଣ: ୯ ମୃତ, ୧୦ ଆହତ

ବେଜିଂ,୧୦।୬: ଚାଇନାର ଉତ୍ତର ପୂର୍ବରେ ଥିବା ଜିଲିନ୍‌ ଅଞ୍ଚଳରେ ଏକ କୋଇଲା ଖଣିରେ ଦୁର୍ଘଟଣା ଘଟି ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୧୦...

ମ୍ୟାନ୍‌ମାର୍‌ ବିରୋଧରେ ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କଲେ ସୁକି

ଦି ହ୍ୟୁଗ୍‌,୧୧।୧୨: ନୋବେଲ ପୁରସ୍କାର ବିଜେତା ଅଙ୍ଗ ସାନ୍‌ ସୁକି ମ୍ୟାନ୍‌ମାର୍‌ ବିରୋଧରେ ହୋଇଥିବା ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ନେଦରଲାଣ୍ଡର ଦି ହ୍ୟୁଗ୍‌ ଠାରେ...

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *