Posted inଜାତୀୟ

ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନମୋହନ ମନୋନୀତ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌ ଭେଙ୍କାୟା ନାଇଡୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କୁ ଅର୍ଥ ସଂକ୍ରାନ୍ତ ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନୋନୀତ କରିଛନ୍ତି। ଦିଗ୍‌ବିଜୟ ସିଂଙ୍କ ସ୍ଥାନରେ ତାଙ୍କୁ ନିଆଯାଇଛି। ଦିଗ୍‌ବିଜୟ ସହରାଞ୍ଚଳ ବିକାଶ ଷ୍ଟାଣ୍ଡିଂ କମିଟିକୁ ମନୋନୀତ ହୋଇଥିବା ଜଣାପଡିଛି। ମନମୋହନଙ୍କୁ ଅର୍ଥ କମିଟିରେ ନେବା ଲାଗି ଦିଗ୍‌ବିଜୟ ସେଥିରୁ ଇସ୍ତଫା ଦେଇଥିଲେ। ଗତ ଜୁନ୍‌ରେ ମନମୋହନଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହୋଇଥିଲାବେଳେ ଅଗଷ୍ଟରେ ସେ ରାଜସ୍ଥାନରୁ ପୁଣିଥରେ ଉଚ୍ଚ ସଦନକୁ ନିର୍ବାଚିତ ହୋଇଛନ୍ତି।


All Right Reserved By Dharitri.Com

ମୋଦିଙ୍କୁ ପତ୍ର ଲେଖିଲେ ସୁବ୍ରମଣ୍ୟନ: ରାମ ମନ୍ଦିର ପାଇଁ ଅଯୋଧ୍ୟା ଜମି ଦିଆଯାଉ

ନୂଆଦିଲ୍ଲୀ,୩ା୬(ପି.ଟି.): ରାମ ମନ୍ଦିର ନିର୍ମାଣ ଲାଗି ଅଯୋଧ୍ୟାରେ ଜମି ଯୋଗାଇ ଦେବା ସହ ରାମ ସେତୁକୁ ଜାତୀୟ ଐତିହ୍ୟ ସ୍ମାରକୀ ଭାବେ ଘୋଷଣା କରିବା ଲାଗି...

ଏହି ମନ୍ଦିରକୁ ଏବେ ବି ଆସନ୍ତି ମହାଭାରତର ଯୋଦ୍ଧା…

ମହାଭାରତର ଅଶ୍ୱତ୍‌ଥମା ଏବେ ବି ମା’ଙ୍କ ମନ୍ଦିରରେ ପୂଜା କରନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ଦ୍ୱାପର ଯୁଗର କିଛି କଥା ସହିତ ଜଡ଼ିତ...

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ...

ଝାଡ଼ଖଣ୍ଡରେ ଭିଡ଼ହିଂସା ଜଣେ ମୃତ,ଜଣେ ଗୁରୁତର

ରାଞ୍ଚି,୭ା୧୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଧାନବାଦରେ ଚୋର ସନ୍ଦେହରେ ଜଣକୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ...

ବଢିବ ଲକ୍‌ଡାଉନ ଅବଧି !

ନୂଆଦିଲ୍ଲୀ,୨୬।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ ପାଳନ କରାଯାଉଥିବା ବେଳେ ଅନ୍ୟପଟେ କିନ୍ତୁ ସଂକ୍ରମଣ କମିବାର ନାଁ ନେଉନାହିଁ। ଏବେ...

ତେଲେଙ୍ଗାନାରେ ସ୍ବାଇନ ଫ୍ଲୁ ରୋଗୀ

ହାଇଦ୍ରାବାଦ,୧୯।୧: ତେଲେଙ୍ଗାନରେ ଏବେସୁଦ୍ଧା ୧୫୦ ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଇନଷ୍ଟିଚ୍ୟୁଟ ଅଫ୍‌ ପ୍ରିଭେନ୍‌ଟିଭ୍‌ ମେଡିସିନର ନିର୍ଦ୍ଦେଶକ ଡାକ୍ତର ଶଙ୍କର। ସେ କହିଛନ୍ତି...

ଅରୁଣାଚଳ ପ୍ରଦେଶରୁ ମିଳିଲା ବିରଳ କଇଁଚ୍ଛ

ଇଟାନଗର: ବିରଳ ପ୍ରଜାତିର କଇଁଚ୍ଛ ‘ମନୌରିଆ ଇମ୍ପ୍ରେସା’ ଏବେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଥର ଦେଖିବାକୁ ମିଳିଛି। ଏହା ପ୍ରଥମଥର ଜୁନ, ୨୦୧୯ରେ ଦେଖିବାକୁ ମିଳିଥିଲା।...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ...

Leave a comment

Your email address will not be published. Required fields are marked *