Posted inଜାତୀୟ

ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୨।୧୧: ରାଜସ୍ଥାନରେ ଥିବା ସମ୍ବର ହ୍ରଦରୁ ହଜାରେରୁ ଅଧିକ ପକ୍ଷୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଏଥିରେ କେତେକ ବିଦେଶୀ ପକ୍ଷୀ ମଧ୍ୟ ରହିଥିବା କୁହାଯାଉଛି। ହ୍ରଦର ଜଳ ଦୂଷିତ ହେବା ଅବା କୌଣସି ଭୁତାଣୁ ଜନିତ ରୋଗରୁ ପକ୍ଷୀଙ୍କ ମୃତ୍ୟୁ ହୋଇଥିବା ସହକାରୀ ବନ୍ୟ ସଂରକ୍ଷକ ସଞ୍ଜୟ କୌଶିକ୍‌ ସୂଚନା ଦେଇଛନ୍ତି। ଏତେ ସଂଖ୍ୟକ ପକ୍ଷୀଙ୍କ ମୃତ୍ୟୁ ନେଇ ବନ୍ୟ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି।


All Right Reserved By Dharitri.Com

କର୍‌ତାରପୁର କରିଡର:ପାକିସ୍ତାନର ନୂଆ ଘୋଷଣାରୁ ଦ୍ୱନ୍ଦ୍ୱ

ଇସ୍‌ଲାମାବାଦ,୮-୧୧(ଆଇଏଏନ୍‌ଏସ୍‌):କର୍‌ତାରପୁର କରିଡରକୁ ନେଇ ପାକିସ୍ତାନ ସରକାରଙ୍କ ନୂଆ ଘୋଷଣା ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଇଛି। କର୍‌ତାରପୁର ଗୁରୁଦ୍ୱାର ଆସିବା ଲାଗି ଭାରତୀୟ ତୀର୍ଥଯାତ୍ରୀଙ୍କର ପାସ୍‌ପୋର୍ଟ ଆଣିବା ଆବଶ୍ୟକ...

ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍‌...

ଜେଟଲୀଙ୍କ ଘରେ ପହଞ୍ଚିଲେ ମୋଦି: ପରିବାର ବର୍ଗଙ୍କୁ ଦେଲେ ସ୍ବାନ୍ତନା

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତରୁ ଫେରି ମଙ୍ଗଳବାର ପୂର୍ବାହ୍ନରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ କୈଳାସ କଲୋନୀ ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ...

ଲାଲ୍‌ ହେଲା ଟମାଟୋ

ନୂଆଦିଲ୍ଲୀ,୨୧।୭: ବର୍ଷାଋତୁରେ ଟମାଟୋ ଦର ସାଧାରଣତଃ ୨୦-୩୦ ଟଙ୍କା ମଧ୍ୟରେ ରହିଥାଏ। ତେବେ ଦେଶର କେତେକ ରାଜ୍ୟରେ ବନ୍ୟା ଯୋଗୁ ଦିଲ୍ଲୀରେ ଟମାଟୋ ପୁଣି ଲାଲ୍‌...

ନାରାୟଣ ସାଇଙ୍କ ନୂଆ ଠିକଣା: ବାରାକ୍‌ ନମ୍ବର-୬;କଏଦୀ ନମ୍ବର ୧୭୫୦

ସୁରଟ,୨।୫: ସୁରଟ ସେସନ୍‌ କୋର୍ଟଙ୍କ ଦଣ୍ଡାଦେଶ ପରେ ନାରାୟଣ ସାଇଙ୍କ ଠିକଣା ଏବେ ବଦଳି ଯାଇଛି। ୨ ଭଉଣୀଙ୍କୁ ବଳାତ୍କାର ଅଭିଯୋଗରେ ସେସନ କୋର୍ଟ ନାରାୟଣଙ୍କୁ...

ଦିଲ୍ଲୀ ଦଙ୍ଗା: ହ୍ବାଟସ୍‌ ଆପ୍‌ ଉପରେ କଡା ନଜର

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି। ଏହାପରେ ବି କିଛି ସ୍ଥାନରେ ଚାପା...

ମହାରାଷ୍ଟ୍ରରେ କଂଗ୍ରେସର ନୂଆ ଫର୍ମୂଲା: ୧୪-୧୪ ମନ୍ତ୍ରୀ; ୨ ଉପମୁଖ୍ୟ ମନ୍ତ୍ରୀ !

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଘଡ଼ିକେ ଘୋଡ଼ା ଛୁଟୁଛି। ଭାଜପା ସରକାର ଗଠନରୁ ଓହରି ଯିବା ପରେ ଏବେ ଶିବସେନା ଏବେ ଏନ୍‌ସିପି ଏବଂ...

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ...

Leave a comment

Your email address will not be published. Required fields are marked *