କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି ଦର୍ଶନ କରିଛନ୍ତି। ଏହି ଅବସରରେ ଶ୍ରୀରଘୁନାଥ ଜୀଉ ଭୋରରୁ ଧଳା, କଳା ଘୋଡ଼ାରେ ସମର ସଜ୍ଜା ବେଶରେ କାଞ୍ଚି ଅଭିଯାନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଲୋକଙ୍କ ସମାଗମ ହୋଇଛି। ଏଥିସହ ନିକଟରେ ଦୂତିକେଶ୍ୱର ମହାଦେବଙ୍କ ପୀଠରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ମନ୍ଦିର ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ଆଦର୍ଶ ଥାନା ଅଧିକାରୀ ମମତା ପତି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଟ୍ରାଫିକ ଜାମ୍‌ରେ ଫସିଲା ୨ ଆମ୍ବୁଲାନ୍ସ : ସାଧାରଣରେ ଅସନ୍ତୋଷ

ଯୋଡ଼ା,୫।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହର ଦେଇ ଯାଇଥିବା ୫୨୦ନଂ. ଜାତୀୟ ରାଜପଥରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହୋଇ ପଡ଼ୁଥିବା ଦେଖିବାକୁ...

ପୋଡ଼ି ହୋଇ ବାପାପୁଅ ଗୁରୁତର

ଧାମନଗର, ୧୯।୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ – ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା...

ବର୍ଷାରେ ଧସିଲା ନଦୀବନ୍ଧ

ଭଣ୍ଡାରିପୋଖରୀ, ୮।୮ (ଡି.ଏନ.ଏ.) – ନଦୀବନ୍ଧ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଆବଶ୍ୟକ ତଦାରଖ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ମାସର ଦରମା ଦେଲେ ସରପଞ୍ଚ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ ମାସର ଦରମା ଚେକ ଆକାରରେ ଖପ୍ରାଖୋଲ...

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୩ ଗୁରୁତର

ବାଲେଶ୍ୱର ଅଫିସ, ୨୭।୬-ବାଲେଶ୍ୱର ସଦର ଥାନା ମୁଣ୍ଡାପାଳ ହାଟ ନିକଟରେ ବୁଧବାର ରାତି ପ୍ରାୟ ସାଢେ ୧୦ଟା ବେଳେ ପୂର୍ବ ଶତ୍ରୁତାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ...

ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩ ଫେରାର୍‌

ଜମନକିରା, ୨୧।୮(ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଷଣ୍ଢପଥର ବାବେଜୋର ପୋଲ ନିକଟରେ ଏକ ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର...

କଟକଣାକୁ ବେଖାତିର: ବରୁଣେଇରେ ଭୋଜି

ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ...

Leave a comment

Your email address will not be published. Required fields are marked *