Posted inଜାତୀୟ

ବେଅନ୍ତ ସିଂଙ୍କ ହତ୍ୟାକାରୀ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୩ା୧୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ହତ୍ୟାକାରୀ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରାଯାଇଛି। ୧୯୯୫ ଅଗଷ୍ଟ ୩୧ରେ ବେଅନ୍ତ ସିଂଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୨୦୦୭ ଅଗଷ୍ଟ ୧ରେ ପଞ୍ଜାବ ପୋଲିସର ପୂର୍ବତନ କନଷ୍ଟେବଳ ତଥା ବାବର ଖାଲ୍‌ସା ଆତଙ୍କବାଦୀ ବଲଓ୍ବନ୍ତ(୫୨)ଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ବଲଓ୍ବନ୍ତ ଏବେ ପଟିଆଲା ଜେଲରେ କାରାଦଣ୍ଡ ଭୋଗୁଛନ୍ତି। ତାଙ୍କର ମୃତ୍ୟୁ ଦଣ୍ଡାଦେଶକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରାଯାଇଛି। ଏନେଇ ମଙ୍ଗଳବାର ପଞ୍ଜାବ ସରକାରଙ୍କୁ ମନ୍ତ୍ରଣାଳୟ ପକ୍ଷରୁ ଅବଗତ କରାଯାଇଛି।


All Right Reserved By Dharitri.Com

ମସଜିଦ୍‌ ପରିସରରେ ବିବାହ କଲେ ହିନ୍ଦୁ ଯୁବତୀ, ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ

କୋଚି,୨୦।୧: କେରଳର ଆଲାପୁଝାରେ ମୁସଲମାନ ସମ୍ପ୍ରଦାୟ ଲୋକେ ମସଜିଦ୍‌ ପରିସରରେ ଜଣେ ହିନ୍ଦୁ ଯୁବତୀଙ୍କ ବିବାହ କରିଛନ୍ତି। ଆଲାପୁଝାର ଚେରୁଭଲ୍ଲୀସ୍ଥିତ ଜୁମା ମସଜିଦ୍‌ରେ ସମ୍ପୂର୍ଣ୍ଣ ହିନ୍ଦୁ...

ଜଳସେଚନ ଦୁର୍ନୀତି ମାମଲାରେ ଅଜିତ ପାଓାରଙ୍କୁ କ୍ଲିନ୍‌ ଚିଟ୍‌

ନୂଆଦିଲ୍ଲୀ,୬।୧୨: ମହାରାଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ବମ୍ବେ ହାଇକୋର୍ଟରୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଜଳସେଚନ ଦୁର୍ନୀତି ମାମଲାରେ ଆଣ୍ଟି କରପ୍ସନ୍‌...

ପାକିସ୍ତାନ ସତ୍‌ଲେଜ ନଦୀରୁ ଆସୁଛି ବିଷାକ୍ତ ପାଣି: ରୋଗରେ ପଡୁଛନ୍ତି ପଞ୍ଜାବ ଲୋକେ

ଚଣ୍ଡିଗଡ଼,୨୪।୮: ଭାରତ ବିରୋଧରେ ପାକିସ୍ତାନ ନୂଆ ନୂଆ ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ପାକିସ୍ତାନର ଚମଡା କାରଖାନାରୁ ନିର୍ଗତ ହେଉଥିବା ଗନ୍ଧଯୁକ୍ତ ରାସାୟନିକ ପଦାର୍ଥ ଓ ଆବର୍ଜନା...

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ...

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ...

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର...

ପ୍ରିୟଙ୍କା-ରାହୁଲଙ୍କୁ ଅଟକାଇଲା ପୋଲିସ

ମିରଟ,୨୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଙ୍ଗଳବାର ଉତ୍ତର ପ୍ରଦେଶର ମିରଟ ଗସ୍ତ କରିଥିଲେ। ହେଲେ...

କପିଲ ମିଶ୍ରାଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍‌କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ...

Leave a comment

Your email address will not be published. Required fields are marked *