Posted inଜାତୀୟ

ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ: ସଞ୍ଜୟ ରାଉତ

ମୁମ୍ବାଇ,୧୩।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ। ଏନେଇ ଆଲୋଚନା ଜାରି ରହିଛି ବୋଲି ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ହସ୍ପିଟାଲରୁ ବାହାରିବା ପରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆଉ ୬ ମାସ ପରେ ବିଧାନସଭା ନିର୍ବାଚନ ହେବ ନାହିଁ। ଖୁବ୍‌ ଶୀଘ୍ର ରାଜ୍ୟରେ ଶିବସେନାର ଜଣେ ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ କହିଛନ୍ତି। ତେବେ ହିନ୍ଦୁତ୍ୱ ଚିନ୍ତାଧାରା ରଖୁଥିବା ଶିବସେନା ସହିତ କଂଗ୍ରେସ କେତେ ଦୂର ମେଣ୍ଟ କରିବାକୁ ସକ୍ଷମ ହେବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


All Right Reserved By Dharitri.Com

ଭାରତରେ ଯାହା ଚାଲିଛି, ଠିକ୍‌ ନୁହେଁ

ନୂଆଦିଲ୍ଲୀ,୧୫-୧:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ ବିବାଦ ତେଜିବାରେ ଲାଗିଥିବାବେଳେ ଏହି ନବପ୍ରଣୀତ ବ୍ୟବସ୍ଥାକୁ ନେଇ ବିଦେଶରୁ ମଧ୍ୟ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି...

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା।...

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ...

ମାୟାବତୀଙ୍କ ବଂଶବାଦ: ଭାଇ ପୁତୁରାଙ୍କୁ ଗୁରୁ ଦାୟିତ୍ୱ

ଲକ୍ଷ୍ନୌ,୨୩।୬: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଅଧ୍ୟକ୍ଷତାରେ ରବିବାର ଦଳୀୟ କର୍ମକର୍ତ୍ତାଙ୍କ ଏକ ବୈଠକ ଅନୁଷ୍ଠୀତ ହୋଇଯାଇଛି। ବୈଠକରେ ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ କରାଯାଇଛି। ଏଥିରେ...

ରାଜସ୍ଥାନର ସୁମନ ରାଓ ପିନ୍ଧିଲେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ

ମୁମ୍ବାଇ,୧୬।୬: ଚଳିତ ବର୍ଷର ଫେମିନା ମିସ୍‌ ଇଣ୍ଡିଆ ୨୦୧୯ର ବିଜୟିନୀ ହୋଇଛନ୍ତି ରାଜସ୍ଥାନର ସୁମର ରାଓ। ଶନିବାର ମୁମ୍ବାଇର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇଣ୍ଡୋର ଷ୍ଟାଡିୟମରେ...

ସୋନିଆ ରାଜନୀତିଠାରୁ ଦୂରେଇ ରହିବାକୁ ଚାହୁଁଥିଲେ !

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରବିବାର ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର...

ଭାଜପାକୁ ଟାର୍ଗେଟ କଲେ ଆଦିତ୍ୟ

ମୁମ୍ବାଇ,୧୯।୧୨: ଶିବସେନା ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ବିଧାନସଭାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର...

Leave a comment

Your email address will not be published. Required fields are marked *