ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୩ ହଜାର ୭୬୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୩, ବରଗଡରୁ ୬, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୮, ଦେବଗଡ଼ରୁ ୨, ଗଜପତିରୁ ୩, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୧, ନୂଆପଡାରୁ ୨, ପୁରୀରୁ ୨ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୨ ଓ ସୁନ୍ଦରଗଡ଼ରୁ ୨ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri