ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୪୩ କରୋନା ଆକ୍ରାନ୍ତ: ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୫୨୫ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଜଣ ଥିବା ବେଳେ କଟକରୁ ୧୭୭, ଅନୁଗୋଳରୁ ୫୩, ବାଲେଶ୍ୱରରୁ ୪୯, ବରଗଡ଼ରୁ ୯, ଭଦ୍ରକରୁ ୨୨, ବଲାଙ୍ଗିରରୁ ୬, ବୌଦ୍ଧରୁ ୪, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨୯, ଗଜପତିରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୮୮, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୧୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫୬, ନୂଆପଡ଼ାରୁ ୨, ପୁରୀରୁ ୬୯, ରାୟଗଡ଼ାରୁ ୧୩, ସମ୍ବଲପୁରରୁ ୧୦, ସୋନପୁରରୁ ୫ ଓ ସୁନ୍ଦରଗଡ଼ରୁୁ ୧୪ ଜଣ ଅଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୮୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ୧୨୪୩ ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୨ ହଜାର ୧୨୯ ଜଣ ଚିକିତ୍ସାଧୀନ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri