ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୪୩ କରୋନା ଆକ୍ରାନ୍ତ: ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧୮ କ୍ୱାରେଣ୍ଟାଇନ୍‌ର ଥିବା ବେଳେ ବାକି ୫୨୫ ଲୋକାଲ କେସ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଜଣ ଥିବା ବେଳେ କଟକରୁ ୧୭୭, ଅନୁଗୋଳରୁ ୫୩, ବାଲେଶ୍ୱରରୁ ୪୯, ବରଗଡ଼ରୁ ୯, ଭଦ୍ରକରୁ ୨୨, ବଲାଙ୍ଗିରରୁ ୬, ବୌଦ୍ଧରୁ ୪, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨୯, ଗଜପତିରୁ ୩, ଗଞ୍ଜାମରୁ ୨, ଜଗତସିଂହପୁରରୁ ୮୮, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୧୫, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୩୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫୬, ନୂଆପଡ଼ାରୁ ୨, ପୁରୀରୁ ୬୯, ରାୟଗଡ଼ାରୁ ୧୩, ସମ୍ବଲପୁରରୁ ୧୦, ସୋନପୁରରୁ ୫ ଓ ସୁନ୍ଦରଗଡ଼ରୁୁ ୧୪ ଜଣ ଅଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୮୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ୧୨୪୩ ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୨ ହଜାର ୧୨୯ ଜଣ ଚିକିତ୍ସାଧୀନ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି।...

୨ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା ହନୁମାନ ପଇସା: ଚଢ଼ାଉ କରି ୭ ଜଣଙ୍କୁ ବାନ୍ଧିଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ ,୨୬।୧- ତିନୋଟି ହନୁମାନ ମୁଦ୍ରାକୁ ୨ କୋଟି ଟଙ୍କାରେ ବିକ୍ରି ଏବଂ ଠକେଇ କାରବାର ଉଦ୍ୟମକୁ ଗଞ୍ଜାମ ବାଦବାଜାର ପୋଲିସ ପଣ୍ଡ କରିଛି...

ଲକ୍‌ଡାଉନ୍‌ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର...

ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ପାଟକୁରା ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ ପାଇଛି। ଏହି ତାଲିକାରେ ୪୦ ଷ୍ଟାର ପ୍ରଚାରକଙ୍କ ନାମ ରହିଛି।...

ଆଜି ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ, ୩୧୨ ସୁସ୍ଥ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା...

ବିବାହ ପାଇଁ ଜିଦ୍‌, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ

ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ...

ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ...

CORONAVIRUS UPDATE: ଆଜି ୨୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧,୫୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୭(ବ୍ୟୁରୋ) : ଶୁକ୍ରବାର ୨୮ଟି ଜିଲାରୁ ସର୍ବାଧିକ ୧,୫୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୨୨,୬୯୩କୁ ବୃଦ୍ଧି...

Advertisement
Archives

Model This Week