Posted inଖେଳ

ପିଲାଦିନେ ଏମିତି ଦେଖାଯାଉଥିଲେ ଭାରତୀୟ କ୍ରିକେଟ ଖେଳାଳି

ଆଜି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜନ୍ମଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଦିନଟିକୁ ସାରା ଦେଶରେ ଶିଶୁ ଦିବସ ଭାବେ ପାଳନ କରାଯାଏ। ସାଧାରଣତଃ ପିଲାଦିନ ସମସ୍ତଙ୍କ ପାଇଁ ସ୍ବତନ୍ତ୍ର ରହିଥାଏ। ସବୁ ଶିଶୁଙ୍କ ଭଳି ଭାରତୀୟ କ୍ରିକେଟର୍ସମାନେ ମଧ୍ୟ ପିଲାଦିନେ ବେଶ୍‌ ସୁନ୍ଦର ଦେଖାଯାଉଥିଲେ। ଦେଖନ୍ତୁ ଖେଳାଳିଙ୍କ ପିଲାଦିନର କିଛି ଫଟୋ…
ବିରାଟ କୋହଲି

ଶିଖର ଧାଓ୍ବନ

ଅଜିଙ୍କେ ରାହାଣେ

ଯୁବରାଜ ସିଂ

ରୋହିତ ଶର୍ମା

ସଚିନ ତେନ୍ଦୁଲକର

ରାହୁଲ ଦ୍ରାଭିଡ

ବିରେନ୍ଦ୍ର ସେହ୍ବାଗ


All Right Reserved By Dharitri.Com

Posted inଖେଳ View All

ସିଡ୍‌ନୀ ସିକ୍ସର୍ସ ଜିତିଲା ବିବିଏଲ୍‌ ଟାଇଟଲ୍‌

ସିଡ୍‌ନୀ,୮।୨(ଏଏଫ୍‌ପି): ଅଷ୍ଟ୍ରେଲିଆର ଘରୋଇ ଟି୨୦ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ର ଚଳିତ ସଂସ୍କରଣରେ ସିଡ୍‌ନୀ ସିକ୍ସର୍ସ ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଟିମ ଇଣ୍ଡିଆର ନୂଆ ଜର୍ସି

ଭୁବନେଶ୍ୱର,୫।୬(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆନ୍ତର୍ଜାତିକ ହକି ଫେହେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲରେ ଭାଗ ନେବାକୁ...

ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା

ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍‌ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍‌ରୁ...

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌...

୧୭ ବର୍ଷରୁ କମ୍‌ ମହିଳା ଫୁଟବଲ: ଲାୟନ୍ସେସ ଚାମ୍ପିୟନ

କଲ୍ୟାଣୀ, ୧୮।୧୧- ଏଠାରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଲାୟନ୍ସେସ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଏହି ଦଳ ଟାଇଗ୍ରେସେସକୁ...

ଫିଫା ଟିମ୍‌ର ଡିଓ୍ବାଇ ପାଟିଲ ଷ୍ଟାଡିୟମ ନିରୀକ୍ଷଣ

ମୁମ୍ବାଇ, ୨।୧୨(ପି.ଟି.)- ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଆସନ୍ତା ବର୍ଷ ଭାରତରେ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ଲାଗି ସମ୍ଭାବ୍ୟ...

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା...

ଚେନ୍ନାଇ ଏଫ୍‌ସିକୁ ମିଳିଲା ପୁରସ୍କାର ରାଶି

ଚେନ୍ନାଇ, ୨୯ା୬ (ପି.ଟି.)- ସିଜନ ୨୦୧୮-୧୯ ଆଇ-ଲିଗ୍‌ ଚାମ୍ପିୟନ ଚେନ୍ନାଇ ସିଟି ଏଫ୍‌ସିକୁ ଶେଷରେ ପୁରସ୍କାର ରାଶି ମିଳିଛି। କ୍ଲବ ତରଫରୁ ଏ ବିଷୟରେ ଘୋଷଣା...

Leave a comment

Your email address will not be published. Required fields are marked *