ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ

କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍‌ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି।

ସୂଚନାଯୋଗ୍ୟ, ୨୦୦୪ରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ ମାଲଗୋଦାମ ଥାନାରେ ମାମଲା ରୁଜୁ ହୋଇଥିଲା। ଏନେଇ କଟକ ସିଜେଏମ୍‌ କୋର୍ଟରେ ଏସ୍‌ଟି କେସ୍‌(ନଂ-୨୦୩/୧୯) ବିଚାରାଧୀନ ଥିଲା। ତେବେ କୋର୍ଟଙ୍କ ଧାର୍ଯ୍ୟ ତାରିଖରେ ରାଜା ହାଜର ନ ହେବାରୁ ତାଙ୍କ ନାମରେ ଜାମିନ ବିହୀନ ଗିରଫ ପରଓ୍ବାନା ଜାରି କରାଯାଇଥିଲା। ଏହା ବଳରେ ତାଙ୍କୁ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ବୁଧବାର ଗିରଫ କରିଥିଲା।


All Right Reserved By Dharitri.Com

ବାର୍‌ହା ଫାଶରେ ପଡି ହାତୀର ଜୀବନ ଗଲା

ବରଗଡ଼ ଅଫିସ/ଅମ୍ବାଭୋନା,୧୦।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଗଙ୍ଗେଇ ଗ୍ରାମର ଜଣେ ଚାଷୀଙ୍କ ବିଲରେ ଏକ ଦନ୍ତାହାତୀର ମୃତଦେହ ପଡିଥିବା ମଙ୍ଗଳବାର ସକାଳେ ଦେଖିବାକୁ...

୨୫ ଘନଫୁଟ କାଠ ଜବତ, ୨ ଗିରଫ

ଭଞ୍ଜନଗର,୧୯।୫(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ବେରୁଆବାଡିରୁ ବନ ବିଭାଗ କର୍ମଚାରୀ ରବିବାର ସକାଳେ ୨୫ ଘନଫୁଟ ଶାଳ ଓ ହଳନ୍ଦ କାଠ...

ଶିକ୍ଷକ ଦାବିରେ ୧୧ ଦିନ ହେଲା ସ୍କୁଲରେ ପଡିଛି ତାଲା: ତୁରନ୍ତ ସମସ୍ୟା ସମାଧାନ ନ ହେଲେ ରାସ୍ତା ଅବରୋଧ ନେଇ ଚେତାବନୀ

ଭବାନୀପାଟଣା,୨୦।୮(ଡି.ଏନ୍‌.ଏ.): ଶିକ୍ଷକ ଦାବିରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କର୍ଲାପଡା କ୍ଲଷ୍ଟର ଅନ୍ତର୍ଗତ ପରିଆ ୟୁପି ସ୍କୁଲରେ ୧୧ ଦିନ ହେଲା ତାଲା ଝୁଲୁଛି ।...

ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର...

ହଟିଲା ସାମୁଦ୍ରିକ ମାଛଧରା କଟକଣା : ସମୁଦ୍ର ଅଭିମୁଖେ ବାହାରିଲେ ମତ୍ସ୍ୟଜୀବୀ

ପାରାଦୀପ,୧୫ା୬(ସ୍ବ.ପ୍ର.): ଦୀର୍ଘ ୨ ମାସର ନିରବତା ପରେ ରାଜ୍ୟର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ପାରାଦୀପ ମାଛଧରା ବନ୍ଦର ଚଳଚଞ୍ଚଳ ହୋଇପଡିଛି। ଶୁକ୍ରବାର ମଧ୍ୟରାତ୍ରୀରୁ ପ୍ରାୟ ୭୦୦...

ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ।...

ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ

ଶଙ୍କରାଖୋଲ,୨୧ା୬(ଡି.ଏନ୍‌.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି...

ଅଣସରରେ ହୁଅନ୍ତି ନୂଆ ଦଇତାପତି

ପୁରୀ ଅଫିସ, ୨୫।୬: ଦଇତାପତି। ଶ୍ରୀମନ୍ଦିରର ସେବକ। ବର୍ଷର ବିଭିନ୍ନ ସମୟରେ ମହାପ୍ରଭୁଙ୍କ ସେବା ଥିଲେ ମଧ୍ୟ ଏମାନଙ୍କ ମୁଖ୍ୟସେବା ଜ୍ୟେଷ୍ଠ ଶୁକ୍ଳ ତ୍ରୟୋଦଶୀରୁ ନିଳାଦ୍ରୀବିଜେ...

Leave a comment

Your email address will not be published. Required fields are marked *