Posted inରାଜ୍ୟ

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୨୯ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୧୮ ଲୋକାଲ କେସ୍‌ ରହିଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲାରୁ ୬୯ଜଣ ରହିଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୩୨, ଭଦ୍ରକରୁ ୭, ବଲାଙ୍ଗୀରରୁ ୬୮, ବୌଦ୍ଧରୁ ୩୭, କଟକରୁ ୧୦୫, ଦେଓଗଡ଼ରୁ ୧୬, ଢେଙ୍କାନାଳରୁ ୪୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୫୪, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୩୫, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୪୯, କେନ୍ଦୁଝର ୪୧, ଖୋର୍ଦ୍ଧାରୁ ୨୦୬, କୋରାପୁଟରୁ ୨୬, ମାଲକାନଗିରିରୁ ୧୧, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୩୮, ପୁରୀରୁ ୨୨, ରାୟଗଡ଼ାରୁ ୪, ସମ୍ବଲପୁରରୁ ୨୪, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୯୬, ଷ୍ଟେଟ ପୁଲରୁ ୨୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୮୩୯୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬୫୧୨ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୬୬୧୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?